Odia News Portal
Browsing Tag

swadhikar news

ସିଙ୍ଗଲ୍ ୱିଣ୍ଡୋରେ ୩୨୬୬ କୋଟିର ୧୧ଟି ପ୍ରକଳ୍ପକୁ ଅନୁମୋଦିତ

ଓଡ଼ିଶା ରାଜ୍ୟ ସରକାରଙ୍କ ୧୧୯ତମ ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କମିଟିରେ ପ୍ରାୟ ୩୨୬୬ କୋଟି ଟଙ୍କାର ୧୧ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ ପ୍ରଦାନ କରାଯାଇଛି; ଯାହା

ଦିଲ୍ଲୀରେ ୪୧ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା

 ଦିଲ୍ଲୀରେ ୪୧ ବର୍ଷର ରେକର୍ଡ ଭାଙ୍ଗିଛି ବର୍ଷା । ପ୍ରବଳ ବର୍ଷାରେ ଉବୁଟୁବୁ ଦେଶର ରାଜଧାନୀ ଦିଲ୍ଲୀ । ରାସ୍ତା, ଗଳି କନ୍ଦି, ଅଣ୍ଡରପାସ ସବୁଠି ପାଣି ଜମି ରହିଛି। ରାସ୍ତାଘାଟ ପୋଖରୀ ସାଜିଥିବା ବେଳେ ଗୃହବନ୍ଦୀ ହୋଇଛନ୍ତି ଲୋକେ। ଦିଲ୍ଲୀର ଅଧିକାଂଶ ଅଞ୍ଚଳ ଜଳବନ୍ଦୀ ଯୋଗୁଁ ସରକାରୀ

ଆରମ୍ଭ ହେଲା ବାୟୁ ସ୍ୱାସ୍ଥ୍ୟ ସେବା

ନୂଆପଡା ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଆରମ୍ଭ ହେଲା ମୂଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା । ଯେଉଁଥିରେ ବିଭିନ୍ନ ବିଭାଗର ଅଭିଜ୍ଞ ଡାକ୍ତର ମାନେ ଆସି ଲୋକଙ୍କୁ ଚିକିତ୍ସା କରିବା ସହ ପରାମର୍ଶ ଦେଉଛନ୍ତି । ଗରିବ ଖଟିଖିଆ ତଥା ଉପାନ୍ତ ଅଞ୍ଚଳର ରୋଗୀଟିଏ କଟକ କିମ୍ବା ଭୁବନେଶ୍ୱର ଆସି

ହାଇକୋର୍ଟରେ ସତ୍ୟପାଠ ଦାଖଲ କଲା ଶ୍ରୀମନ୍ଦିର ପ୍ରଶାସନ

ହାଇକୋର୍ଟରେ ସତ୍ୟପାଠ ଦାଖଲ କଲା ପୁରୀ ଶ୍ରୀମନ୍ଦିର ପ୍ରଶାସନ । ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ସତ୍ୟପାଠ ଦାଖଲ କରିଛି ମନ୍ଦିର ପ୍ରଶାସନ । ଆବେଦନକାରୀଙ୍କୁ ଏ ସମ୍ପର୍କିତ କପି ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସେହିଭଳି ଆବେଦନକାରୀଙ୍କୁ ମଧ୍ୟ ପ୍ରତି ଜବାବ ଦେବାକୁ ନିର୍ଦ୍ଦେଶ

ଚୁଲି ଜାଳୁଥିବା ବେଳେ ସାନିଟାଇଜର ବିସ୍ପୋରଣ, ୨ ନାବାଳିକା ଗୁରୁତର

କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗାଁରେ ଅଘଟଣ। ଚୁଲି ଜଳୁଥିବା ବେଳେ ସାନିଟାଇଜର ସହିତ ଅଗ୍ନି ସଂଯୋଗ ହେବରୁ ବିସ୍ପୋରଣ ଘଟିଛି।ଫଳରେ ଚୁଲି ପାଖରେ ଥିବା ଦୁଇ ନାବାଳିକା ଗୁରୁତର ଆହତ ହୋଇଛନ୍ତି। ଆହତ ଦୁଇ ଜଣ ହେଲେ ଗୋବିନ୍ଦପୁରର ଗିରିଧାରୀ ମଲ୍ଲିକଙ୍କ ଦୁଇ ଝିଅ

ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବେଗୁନିଆ ବନ୍ଦ

ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବିରେ ବେଗୁନିଆ ସ୍ୱାସ୍ଥ୍ୟ କ୍ରିୟାନୁଷ୍ଠାନ କମିଟି ୫୦ ଦିନ ଧରି ଧାରଣାରେ ବସିବା ପରେ ଆଜିଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବେଗୁନିଆ ବନ୍ଦ ଡାକରା ଦେଇଛି। କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବେଗୁନିଆ ଦେଇ

ଖୋଲୁଛି ଓଟିପି ସେୟାରିଂ ମାମଲାର ଗୁମର

ପାକିସ୍ତାନ ISI ଏଜେଣ୍ଟଙ୍କ ସହ ଆର୍ଥିକ କାରବାରର ଖୋଳତାଡ଼ ଜୋରଦାର । ଖୋଲୁଛି ଓଟିପି ସେୟାରିଂ ମାମଲାର ଗୁମର । ତଥ୍ୟ ଉଗାରୁଛି ପୁନେରୁ ଗିରଫ ଅଭିଯୁକ୍ତ ଅଭିଜିତ୍‌ ସଞ୍ଜୟ ଜମ୍ବୁରେ । ତାକୁ ଭୁବନେଶ୍ୱର କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ କାର୍ଯ୍ୟାଳୟରେ ଏସଟିଏଫ୍‌, ମହାରାଷ୍ଟ୍ର ଏଟିଏସ୍‌ ଓ

ବ୍ୟାଙ୍କରୁ ଲୁଟ୍ ଉଦ୍ୟମ ବିଫଳ: ସାଇରନ୍‌ ବାଜିବାରୁ ଚମ୍ପଟ ମାରିଲେ ଚୋର

ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଜରଡ଼ ଛକରେ ଥିବା ଗ୍ରାମ୍ୟ ବ୍ୟାଙ୍କରୁ ଲୁଟ୍ ଉଦ୍ୟମ ବିଫଳ ହୋଇଛି। ସାଇରନ ହେଲା କାଳl ପୁଲିସ ସାଇରନ ଭାବି ଛତ୍ରଭଙ୍ଗ ଦେଲେ ଚୋର। ଚମ୍ପଟ ମାରିବା ପୂର୍ବରୁ ଚୋରମାନେ ଦୁଇଟି ଶାବଳ ଛାଡ଼ିଦେଇଲେ। ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଜରଡ଼ ମୁଖ୍ୟ

ବାହାନଗା ଟ୍ରେନ ଦୁର୍ଘଟଣା ମାମଲାରେ ଷ୍ଟେସନ ମାଷ୍ଟରଙ୍କୁ ସିବିଆଇର ସମନ

ବାହାନଗା ବଜାର ଭୟାବହ ଟ୍ରେନ ଦୁର୍ଘଟଣାରେ ନେଇ ସିବିଆଇ ତନାଘନା ଜାରି ରହିଛି। ଏହି ମାମଲାରେ ପଚରାଉଚରା ପାଇଁ ବାହାନଗା ବଜାର ଷ୍ଟେସନ ମାଷ୍ଟରଙ୍କୁ ସିବିଆଇ ସମନ କରିଥିବା ସୂଚନା ମିଳିଛି। ଭୁବନେଶ୍ବର ସିବିଆଇ ଅଫିସରେ ହାଜର ପାଇଁ ତାଙ୍କୁ ସମନ ଜାରି କରାଯାଇଛି। ଏହି ମାମଲାରେ ପୂର୍ବରୁ

ହିମାଚଳ ପ୍ରଦେଶରେ ଭୂସ୍ଖଳନ, ଘର ଭୁଶୁଡ଼ି ସ୍ୱାମୀ-ସ୍ତ୍ରୀ ଓ ପୁଅର ମୃତ୍ୟୁ

ହିମାଚଳ ପ୍ରଦେଶରେ ଗତ ୨୪ ଘଣ୍ଟା ଧରି ଲଗାଣ ବର୍ଷା ବିପର୍ଯ୍ୟୟ ସୃଷ୍ଟି କରିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ଭୂସ୍ଖଳନ ହେତୁ ବହୁ କ୍ଷୟକ୍ଷତି ଘଟିଛି। ଶିମଲା ଜିଲ୍ଲାର କୁମାରସେନ୍ ଅଞ୍ଚଳରେ ମାଟି ଅତଡ଼ା ତଳେ ଚାପି ହୋଇ ଜଣେ ଦମ୍ପତିଙ୍କ ସହ ଏକ ବାଳକର ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଦୁଇଜଣ