ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଚାରି ପ୍ରତିଶତ ବୃଦ୍ଧି
ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଚାରି ପ୍ରତିଶତ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ଏହାଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮ ପ୍ରତିଶତରୁ ୪୨ ପ୍ରତିଶତ ହୋଇଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ୨୦୨୩ ଜାନୁଆରୀ ପହିଲାରୁ ପିଛିଲା!-->…
