ଯାଜପୁର ରୋଡ ଷ୍ଟେସନରେ ଟ୍ରେନରେ କଟି ୪ ମୃତ, ୪ ଗୁରୁତର
ଏକ ବଡ଼ ଅଘଟଣ । ଯାଜପୁର ରୋଡ ଷ୍ଟେସନରେ ଟ୍ରେନ୍ରେ କଟି ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ମାଲବାହୀ ଟ୍ରେନ୍ ତଳେ ଆଶ୍ରୟ ନେଇଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ବର୍ଷା ପବନ ଯୋଗୁଁ ଟ୍ରେନ ତଳେ ବସିଥିଲେ ସମସ୍ତ ଶ୍ରମିକ । ଠିଆ ହୋଇଥିବା ଟ୍ରେନ୍ ହଠାତ୍ ଛାଡ଼ି!-->…
