ଯାଞ୍ଚ ହେବ ରାଜ୍ୟର ସମସ୍ତ ସରକାରୀ ହସ୍ପିଟାଲ୍ର ଅଗ୍ନିନିରାପତ୍ତା ବ୍ୟବସ୍ଥା
ଆଜି ଲୋକସେବା ଭବନ ଠାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ବିଭାଗର ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଯୋଗ ଦେଇ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଡ ମୁକେଶ ମହାଲିଙ୍ଗ ରାଜ୍ୟର ସମସ୍ତ ସରକାରୀ ହସ୍ପିଟାଲ୍ର ଅଗ୍ନିନିରାପତ୍ତା ବ୍ୟବସ୍ଥାର ନିୟମିତ ଯାଞ୍ଚ ଓ ରାଜ୍ୟର ଅଗ୍ନି ନିରାପତ୍ତା ନିୟମକୁ କଠୋର…
