୩୬ ବର୍ଷ ପରେ, ଦେଶରେ ଜଣେ ପୁରୁଷ ପ୍ରଧାନମନ୍ତ୍ରୀ, ୟୁନୁସ୍ଙ୍କ ସହଯୋଗୀଙ୍କୁ ଗୁରୁ ଦାୟିତ୍ବ
ମଙ୍ଗଳବାର ବାଂଲାଦେଶ ରାଜନୀତିରେ ଏକ ନୂତନ ଅଧ୍ୟାୟ ଯୋଡା ହୋଇଛି। ଦୀର୍ଘଦିନର ରାଜନୈତିକ ଅସ୍ଥିରତା ଓ ଅନିଶ୍ଚିତତା ପରେ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (ବିଏନ୍ପି) ମୁଖ୍ୟ ତାରିକ ରହମାନ ଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଶପଥ ଗ୍ରହଣ…
