ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ିବା ଭିଡିଓ ଭାଇରାଲ ପ୍ରସଙ୍ଗ
ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ିବା ଭିଡିଓ ଭାଇରାଲ ପ୍ରସଙ୍ଗ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସିହଂଦ୍ୱାର ଥାନାରେ ଏତଲା ଦିଆଗଲା । ମାମଲା ରୁଜୁ ପରେ ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ନେବାକୁ ପୁଲିସ ପ୍ରଶାସନ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଛି । ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ିବା ଭିଡିଓ!-->…