ଶିଶୁଙ୍କ ପାଇଁ ଘାତକ ଏଚ୍୩ଏନ୍୨ ଭାଇରସ୍
ଶିଶୁମାନଙ୍କ ପାଇଁ ଘାତକ ଏଚ୍୩ଏନ୍୨ ଭାଇରସ୍ । ବିଶେଷ କରି ୫ ବର୍ଷରୁ କମ୍ ଅଧିକାଂଶ ଶିଶୁ ଏଚ୍୩ଏନ୍୨ରେ ସଂକ୍ରମିତ ହୋଇ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି । ପିଲାମାନଙ୍କ କ୍ଷେତ୍ରରେ ଔଷଧ ଓ ବିଶେଷ କରି ଆଣ୍ଟିବାୟୋଟିକ୍ କାମ ଦେଉନାହିଁ । ଚଳିତ ବର୍ଷ ଜାନୁଆରୀରୁ ବର୍ତ୍ତମାନ ସୁଦ୍ଧା ପୁନେରେ!-->…