ପୁଞ୍ଜିଲାଲକୁ ଆଜୀବନ ଜେଲ୍ ସଜା ; ୭ ବର୍ଷ ପରେ ଆସିଲା ନ୍ୟାୟ
ଏବେକାର ବଡ ଖବର । ପଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାରେ ଦୋଷୀ ପୁଞ୍ଜିଲାଲକୁ ମିଳିଲା ଆଜୀବନ ଜେଲ୍ ଦଣ୍ଡ । ସବୁ ପ୍ରମାଣ ଓ ସାକ୍ଷ୍ୟକୁ ଯାଞ୍ଚପରଖିବା ପରେ ଅଭିଯୁକ୍ତ ପୁଞ୍ଜିଲାଲକୁ ଦୋଷୀ ସାବ୍ୟସ୍ତ କରିବା ସହ ଏଭଳି ଦଣ୍ଡାଦେଶ ଶୁଣାଇଛନ୍ତି ପାଟଣାଗଡ଼ ଏଡିଜେ କୋର୍ଟ!-->…