Odia News Portal
Browsing Tag

swadhikar news

ସତ୍ୟପାଲ ମଲିକଙ୍କ ନାଁରେ ଚାର୍ଜସିଟ

ସତ୍ୟପାଲ ମଲିକଙ୍କ ନାଁରେ ଚାର୍ଜସିଟ । କିରୁ ଜଳବିଦ୍ୟୁତ ଦୁର୍ନୀତି ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ଜମ୍ମୁ ଏବଂ କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟ ପାଲ ମଲିକ ଏବଂ ଅନ୍ୟ ପାଞ୍ଚ ଜଣଙ୍କ ବିରୁଦ୍ଧରେ ଏକ ଚାର୍ଜସିଟ୍ ଦାଖଲ କରିଛି, ଅଧିକାରୀମାନେ ଗୁରୁବାର କହିଛନ୍ତି। ଜଳବିଦ୍ୟୁତ

ଗାନ୍ଧୀମାର୍ଗରେ କଂଗ୍ରେସର ଚବିଶି ଘଣ୍ଟିଆ ବିକ୍ଷୋଭ

ତେଜିଲା ସଂରକ୍ଷଣ ରାଜନୀତି,ଭୁବନେଶ୍ବର ଗାନ୍ଧୀମାର୍ଗରେ କଂଗ୍ରେସର ପ୍ରତିବାଦ । ଜାତିଭିତ୍ତିକ ଜନଗଣନା, ପଛୁଆବର୍ଗ ଛାତ୍ରଛାତ୍ରୀଙ୍କ ନିମନ୍ତେ ଶିକ୍ଷା ଓ ନିଯୁକ୍ତି କ୍ଷେତ୍ରରେ ୨୭ ଭାଗ ସ୍ଥାନ ସଂରକ୍ଷଣ ଦାବି କରି ଗାନ୍ଧୀ ମାର୍ଗରେ କଂଗ୍ରେସର ୨୪ଘଣ୍ଟିଆ ପ୍ରତିବାଦ ଜାରି ରହିଛି ।

ଯାଜପୁର କଳିଙ୍ଗନଗରରେ ୧୨ଟି ପ୍ରକଳ୍ପର ଶିଳାନ୍ୟାସ ଓ ୪ଟି ପ୍ରକଳ୍ପର ଉଦ୍‌ଘାଟନ କଲେ ମୋହନ ମାଝୀ

ଶିଳ୍ପ ମୁହାଁ ସରକାର । ରାଜ୍ୟରେ ଶିଳ୍ପ ବିକାଶକୁ ଗୁରୁତ୍ବ ଦେଉଛନ୍ତି ମୋହନ ସରକାର । ଏହି ପରିପ୍ରେକ୍ଷୀରେ ଆଜି ଯାଜପୁର କଳିଙ୍ଗନଗରରେ ଶିଳ୍ପାନୁଷ୍ଠାନ ସମ୍ପ୍ରସାରଣ ପାଇଁ ନୂଆ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ୧୨ଟି ପ୍ରକଳ୍ପର ଶିଳାନ୍ୟାସ

ଦାନା ବାନ୍ଧିଲାଣି ଆଉ ଏକ ଲଘୁଚାପ; ପ୍ରବଳ ବର୍ଷିବ

ଗୋଟିଏ ନଯାଉଣୁ ଆଉ ଏକ ଲଘୁଚାପ ଦାନା ବାନ୍ଧିଲାଣି। ଆସନ୍ତା୨୭ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ୨୭ ତାରିଖରେ ଉତ୍ତର ବଙ୍ଗୋପସାଗରରେ

ବାଲେଶ୍ୱରରେ ଲଜ୍ଜା, ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ନାବାଳିକାକୁ ଗଣଦୁଷ୍କର୍ମ ଓ ହତ୍ୟା ଅଭିଯୋଗ । ବାଲେଶ୍ବର ଭୋଗରାଇ ବ୍ଲକ୍‌ରେ ଘଟିଛି ଏଭଳି ଏକ ଲଜ୍ଜାଜନକ ଘଟଣା । ଏଠାରେ ଜଣେ ୧୭ ବର୍ଷର ନାବାଳିକାକୁ ଗଣଦୁଷ୍କର୍ମ କରି ହତ୍ୟା କରିଛନ୍ତି ଭୋଗରାଇ ଅଞ୍ଚଳର କିଛି ଅସାମାଜିକ ଯୁବକ । ଦୁଷ୍କର୍ମ ପରେ ହତ୍ୟାକୁ ଆତ୍ମହତ୍ୟାର ରୂପ ଦେବା ପାଇଁ

ରାଜ୍ୟରେ କରୋନା ଆକ୍ରାନ୍ତ ଚିହ୍ନଟ, ଭୁବନେଶ୍ବରରେ ଘରୋଇ ହସ୍ପିଟାଲରେ ଭର୍ତ୍ତି

ପୁଣି ଡରାଇଲାଣି କରୋନା । ଦେଶରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଓଡ଼ିଶାରେ ବି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୩ ବର୍ଷର ବ୍ୟବଧାନ ପରେ ଓଡ଼ିଶାକୁ କରୋନା ଫେରିଛି । ଭୁବନେଶ୍ବରରେ ଜଣେ ବୟସ୍କ ପୁରୁଷ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କୁ ରାଜଧାନୀର ଏକ

ଭୁବନେଶ୍ବର ନିକୋ ପାର୍କ ଲେକ୍‌ ଜୋନ୍‌ର ହେବ ବିକାଶ

ଭୁବନେଶ୍ବର ଲେକ୍‌ ଅଞ୍ଚଳର ବିକାଶ କରାଯିବ। ଏହି ଅଞ୍ଚଳରେ ଅତ୍ୟାଧୁନିକ ସୁବିଧା ସୁଯୋଗର ବ୍ୟବସ୍ଥା କରି ଏହାକୁ ଏକ ବିଶ୍ବସ୍ତରୀୟ ଆକର୍ଷଣୀୟ କେନ୍ଦ୍ର ଭାବେ ବିକଶିତ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପରାମର୍ଶ ଦେଇଛନ୍ତି। ଏହାଦ୍ବାରା ରାଜ୍ୟର ରାଜଧାନୀ ଭାବେ ଭୁବନେଶ୍ବର

ପଞ୍ଚାୟତ ଉପ ନିର୍ବାଚନ ସ୍ଥଗିତ

ପଞ୍ଚାୟତ ଉପ-ନିର୍ବାଚନ ସ୍ଥଗିତ ରଖିଲେ ରାଜ୍ୟ ନିର୍ବାଚନ କମିଶନ । ମୌସୁମୀ ପାଇଁ ପଞ୍ଚାୟତ ଉପ-ନିର୍ବାଚନ ସ୍ଥଗିତ ରହିଲା । ଜୁନ ୨୩ ତାରିଖରେ ଉପ-ନିର୍ବାଚନ ନେଇ ଆଜି ଘୋଷଣା ହୋଇଥିଲା । ୧୧୩୧ଟି ପଦ ପାଇଁ ଉପ-ନିର୍ବାଚନ ହୋଇଥାଆନ୍ତା ।ନିର୍ବାଚନ ପାଇଁ ଚଳିତ ମାସ ୨୦ ତାରିଖରୁ ଜୁନ୍ ୨୪ ଯାଏ

ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ

ଛାତ୍ରଛାତ୍ରୀଙ୍କ ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି । ପ୍ରକାଶ ପାଇଛି ଯୁକ୍ତ ଦୁଇ ପରୀକ୍ଷା ଫଳ । ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି । ବିଜ୍ଞାନ, ବାଣିଜ୍ୟ ଓ କଳା ଫଳ ପ୍ରକାଶିତ । ଏହା ସହିତ ଧନ୍ଦାମୂଳକ ପରୀକ୍ଷାଫଳ ବି ପ୍ରକାଶ ପାଇଛି । ଏଥର ୩

ସମ୍ଭାବ୍ୟ ପ୍ରସବ ତାରିଖର ୩ମାସ ପୂର୍ବରୁ, ପ୍ରସବ ଦିନର ୬ମାସ ମଧ୍ୟରେ ମାତୃତ୍ଵ ଛୁଟି

ଜଣେ ମହିଳା ସରକାରୀ କର୍ମଚାରୀ ଦୁଇଟିରୁ କମ୍ ଜୀବିତ ପିଲାଙ୍କ ପାଇଁ, ମାତୃତ୍ୱ ସମୟରେ ୧୮୦ ଦିନ ପର୍ଯ୍ୟନ୍ତ ଛୁଟି ପାଇବାର ନିୟମ ରହିଛି। କିନ୍ତୁ ମାତୃତ୍ଵ ଛୁଟି କେଉଁ ଅବଧି ଭିତରେ ନିଆଯାଇପାରିବ, ସେ ବିଷୟରେ କିଛିଟା ଦ୍ୱନ୍ଦ୍ବ ଥିଲା। ଏବେ ସେହି ଦ୍ୱନ୍ଦ୍ୱ ଦୂର ହୋଇଛି। ମହିଳା ସରକାରୀ