ତାଣ୍ଡବ ରଚିବ କାଳବୈଶାଖୀ, ୭ ଜିଲ୍ଲାକୁ ୨ ଘଣ୍ଟିଆ ରେଡ୍ ଆଲର୍ଟ
ଟ୍ୱିନ ସିଟିକୁ ବଡ଼ ବିପଦ। ଭୁବନେଶ୍ବର ଓ କଟକକୁ ଆଗାମୀ କେଇ ଘଣ୍ଟା ଭିତରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ ଜାରି ହୋଇଛି। ବିଜୁଳି ଓ ଘଡଘଡି ସହ ପ୍ରବଳ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ । ୭ ଜିଲ୍ଲାକୁ ୨ ଘଣ୍ଟିଆ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଏହି ୭ ଜିଲ୍ଲା!-->…