ରାଜ୍ୟରେ ଆଉ ୨୬ ଜୀବନ ନେଲା କିଲର୍ ଭାଇରସ୍
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୧୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସମୟରେ ୨୬ ଜଣ ଆକ୍ରାନ୍ତ ପ୍ରାଣ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ!-->…