Odia News Portal
Browsing Tag

swadhikar news

ରାଜ୍ୟରେ ଆଉ ୨୨ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ ଆକ୍ରାନ୍ତ ପ୍ରାଣ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ସଂକ୍ରମଣ ବୃଦ୍ଧି: ରାଜ୍ୟରେ ୧୦୩୨୧ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୨୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୩୩୩୦୨ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫୪୨ ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୫୭୭୯ ଜଣ…

ଜାଣନ୍ତୁ ମେ ୧୮ରେ କେମିତି କଟିବ ଆପଣଙ୍କ ଦିନ…

ଭୁବନେଶ୍ବର: ଆଜିର ରାଶିଫଳ ଆପଣଙ୍କ ପାଇଁ ଚାକିରି, ବ୍ୟବସାୟ, କାରବାର, ପରିବାର ଏବଂ ସାଙ୍ଗମାନଙ୍କ ସହିତ ସମ୍ପର୍କ, ସ୍ୱାସ୍ଥ୍ୟ ଏବଂ ଶୁଭ ଏବଂ ଶୁଭ ଏବଂ ଦିନସାରା ଘଟୁଥିବା ଘଟଣାର ଭବିଷ୍ୟବାଣୀ କରେ | *ମେଷ ରାଶିର ଦୈନିକ ରାଶିଫଳ :- ଆଜି ଆପଣଙ୍କ ପାଇଁ ଦିନଟି ଟିକେ କଷ୍ଟସାଧ୍ୟ…

କରୋନା ସମୟରେ ଆମ୍ବୁଲାନ୍ସ ଭଡା ଧାର୍ଯ୍ୟ କଲେ ରାଜ୍ୟ ସରକାର

ଭୁବନେଶ୍ବର: କରୋନା ସମୟରେ ଧାର୍ଯ୍ୟ ହେଲା ଘରୋଇ ଆମ୍ବୁଲାନ୍ସ ପାଇଁ ଭଡ଼ା। ପରିବହନ ବିଭାଗର ନିଷ୍ପତି ମୁତାବକ ରୋଗୀ ପରିବହନ ପାଇଁ ମାରୁତି ଓମିନି ଆମ୍ବୁଲାନ୍ସ ଭଡ଼ା ବାବଦରେ ୭୫୦ଟଙ୍କା ନେଇପାରିବେ । ସେହିପରି ମାରୁତି ଓମିନି ଲାଇଫ ସପୋର୍ଟ ଆମ୍ଭୁଲାନ୍ସ ଭଡ଼ା ଆକାରରେ ୧୦୦୦ଟଙ୍କା…

ମେ ୨୪ରୁ ଗାଁ’ରେ ଘରକୁ ଘର ବୁଲି ସର୍ଭେ କରିବେ ଆଶା କର୍ମୀ

*ପ୍ରତି ଗାଁ ରେ ଥିବା ଗାଁ କଲ୍ୟାଣ ସମିତି ହେବ କୋଭିଡ଼ ନିୟନ୍ତ୍ରଣ କାର୍ଯ୍ୟକ୍ରମରେ ସାମିଲ । *ଗାଁ ରେ ଲକ୍‌ଡାଉନ ଓ TMC ସଂପର୍କରେ ସରପଞ୍ଚମାନେ ପରିସ୍ଥିତିକୁ ଦେଖି ନିଷ୍ପତ୍ତି ନେଇପାରିବେ । *କୋଭିଡରେ ମୃତକଙ୍କ ବିଧବା ଓ ବାପା ମାଙ୍କୁ ହରାଇ ଥିବା ପିଲାଙ୍କୁ ମଧୁବାବୁ ପେନ୍‌ସନ୍‌ ।…

ଆଜିଠୁ ଗଞ୍ଜାମରେ ଘରକୁ ଘର ଟିକାକରଣ ପ୍ରକ୍ରିୟା

ଗଞ୍ଜାମ: ଆଜି ଠାରୁ ଆରମ୍ଭ ହେଲା ଗଞ୍ଜାମ ଜିଲ୍ଲାରେ ଘରକୁ ଘର ଟିକାକରଣ ପ୍ରକ୍ରିୟା ।ତେବେ ଏହି ସୁବିଧା କେବଳ ବିଏମସି ଅଞ୍ଚଳରେ ହିଁ ଲାଗୁ କରାଯିବ । ପ୍ରତ୍ୟେକ ଅଞ୍ଚଳରେ ପଂଜିକୃତ ବୟସ୍କ ଲୋକଙ୍କୁ ଏହି ଟିକା ପ୍ରଦାନ କରାଯିବ । ଏହି ସେବା ପାଇଁ ଏକ ସ୍ୱତନ୍ତ୍ର ଗାଡି ମଧ୍ୟ ପ୍ରସ୍ତୁତ…

ଆରପାରିରେ ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତି

ଭୁବନେଶ୍ବର: ପରଲୋକରେ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତି । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ୬୩ ବର୍ଷ ବୟସରେ ତାଙ୍କର ମୃତ୍ୟୁ ଘଟିଛି । ସୁନାପଞ୍ଜୁରୀ ଫିଲ୍ମର `ପୁଚୁକି ଗାଲି’ ଗୀତ ତାଙ୍କ ସଙ୍ଗୀତ ନିର୍ଦ୍ଦେଶନାର ସୃଷ୍ଟି ହୋଇଥିବା…

ସଂକ୍ରମଣ ଭିତରେ ଖୁସି ଖବର: କରୋନାକୁ ମାତ୍ ଦେବ ‘୨-ଡିଜି’

ନୂଆଦିଲ୍ଲୀ: ଦେଶରେ ସଂକ୍ରମଣର ମାତ୍ରା ବୃଦ୍ଧି ପାଉଥିବା ସମୟରେ ଆସିଛି ଆଉ ଏକ ଖୁସି ଖବର। ସୋମବାର ବଜାରକୁ ଆସିଛି ଡିଆରଡିଓ ଦ୍ବାରା ପ୍ରସ୍ତୁତ କରୋନା ଔଷଧ -୨ଡିଜି। ଡିଆରଡିଓ ପକ୍ଷରୁ ବିକଶିତ ସ୍ୱଦେଶୀ କରୋନା ଔଷଧ ‘୨-ଡିଜି’ର ଶୁଭାରମ୍ଭ କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ।…