୧୭,୪୪୦ କୋଟିର ଅତିରିକ୍ତ ବଜେଟ: ମହିଳା ସୁରକ୍ଷା ପାଇଁ ନୂଆ ଯୋଜନା ‘ଶକ୍ତିଶ୍ରୀ’
ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୧୭,୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ ଉପସ୍ଥାପନ କରିଛନ୍ତି। ପ୍ରଶାସନିକ ବ୍ୟୟ ବାବଦରେ ୩,୩୮୯ କୋଟି ଟଙ୍କା, କାର୍ଯ୍ୟକ୍ରମ ବ୍ୟୟ ପାଇଁ ୧୩,୭୧୬ କୋଟି, ବିପର୍ଯ୍ୟୟ ପ୍ରଶମନ…
