Odia News Portal
Browsing Tag

swadhikar news

ଏବେ ବିନା ମାସ୍କରେ ବୁଲିପାରିବେ ଆମେରିକାବାସୀ

ଆମେରିକା: ବିଶ୍ୱରେ କରୋନା ସଂକ୍ରମଣର ମାତ୍ରା ବୃଦ୍ଧି ପାଉଥିବା ସମୟରେ ଆମେରିକାବାସୀଙ୍କ ପାଇଁ ଖୁସି ଖବର ଆସିଛି । ଆମେରିକାରେ ୩ କୋଟିରୁ ୩୬ ଲକ୍ଷ ୧୫ ହଜାର କରୋନା ସଂକ୍ରମିତ ହୋଇଛନ୍ତି । କରୋନା ସଂକ୍ରମଣକୁ ରୋକିବା ପାଇଁ ଅନେକ ଦେଶରେ ଟିକାକରଣ କାର୍ଯ୍ୟକ୍ରମ ଚାଲିଛି । CDC ପକ୍ଷରୁ…

ଇଦ୍ ଅବସରରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ: ପବିତ୍ର ଭାଇଚାରାର ପର୍ବ ଇଦ୍ ଅବସରରେ ଆଜି ମାସକ ଯାକ ରଖିଥିବା ରୋଜା ଉପବାସ ଭାଙ୍ଗି ଇଦ୍ ପାଳିଥାନ୍ତି ମୁସଲମାନ ଭାଇ ଭଉଣୀ । ଚଳିତ ବର୍ଷ କରୋନା ମଧ୍ୟରେ ଦେଶରେ ଇଦ୍ ପାଳନ କରାଯାଉଛି। ଘରେ ରହି ନମାଜ ପାଠ ସହ ଇଦ୍ ଉତ୍ସବ ପାଳନ କରାଯାଉଛି । …

ଆଜି ଚାଷୀଙ୍କ ଆକାଉଣ୍ଟକୁ ‘କାଳିଆ ଟଙ୍କା’ପଠାଇବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ଚାଷୀଙ୍କୁ ମିଳିବ କାଳିଆ ଟଙ୍କା ।ପବିତ୍ର ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଚାଷୀମାନଙ୍କୁ ‘କାଳିଆ ସହାୟତା ରାଶି ପ୍ରଦାନ କରିବେ । କୃଷକ ଦିବସ ଓ ଅକ୍ଷୟ ତୃତୀୟାର ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସହାୟତା ରାଶି…

କୋଭିଡ଼ ମୁକାବିଲା ପାଇଁ ବଲାଙ୍ଗୀରକୁ ଦୁଇ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କୋଭିଡ଼ ଦ୍ଵିତୀୟ ଲହରୀର ମୁକାବିଲା ପାଇଁ ବଲାଙ୍ଗୀର ଜିଲ୍ଲା କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ,ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦୁଇ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ସୂଚନାଯୋଗ୍ୟ ଯେ କୋଭିଡ଼ ର ପ୍ରଥମ ଲହର ରେ ଗତ ବର୍ଷ ବିଭିନ୍ନ ପର୍ଯାୟରେ ବଲାଙ୍ଗୀର…

ମହାରାଷ୍ଟ୍ରରେ ବଢ଼ିଲା ଲକ୍ ଡାଉନ୍ ଅବଧି

ମୁମ୍ବାଇ: ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ରରେ ଲକଡାଉନ ଭଳି କଟକଣା ଜାରି କରାଯାଇଛି । ଏହାକୁ ଜୁନ ପହିଲା ସକାଳ ୭ଟା ଯାଏଁ ବଢାଇବାକୁ ଘୋଷଣା କରିଛନ୍ତି ଉଦ୍ଧବ ଠାକରେ ସରକାର । ସେହିଭଳି ରାଜ୍ୟରେ ପ୍ରବେଶର ୪୮ ଘଂଟା ପୂର୍ବର ଆରଟିପିସିଆର ନେଗେଟିଭ ରିପୋର୍ଟକୁ…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧକୁ ରଖିଲେ ପ୍ରହ୍ଲାଦ ଯୋଶୀ

ଭୁବନେଶ୍ବର: ୪ଜିଲ୍ଲାରେ ବଢ଼ିବ ବେଡ ସଂଖ୍ୟା । ସମ୍ବଲପୁର, ସୁନ୍ଦରଗଡ, ଝାରୁସୁଗୁଡା ଓ ଅନୁଗୁଳ ଜିଲ୍ଲାରେ ୫୫୦ ବେଡ୍ ସହ ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ଏମସିଏଲକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର କୋଇଲା ଓ ଖଣିମନ୍ତ୍ରୀ ପ୍ରହ୍ଲାଦ ଯୋଶୀ । ଏ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

୧୦ ହଜାର ତଳକୁ ଖସୁନି ସଂକ୍ରମଣ: ଦିନକରେ ୧୦,୬୪୯ ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୧୦ ହଜାର ୬୪୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୧୫୫୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟର ୫ ଜିଲ୍ଲାରେ ଦିନକରେ ୫ ଶହରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୫୫୭ ଜଣ…