Odia News Portal
Browsing Tag

swadhikar news

ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି : ଟିକା ସଂଗ୍ରହ ପାଇଁ ଡକାଯିବ ଗ୍ଲୋବାଲ ଟେଣ୍ଡର

ଟିକା ସଂଗ୍ରହ ପାଇଁ ଡକାଯିବ ଗ୍ଲୋବାଲ ଟେଣ୍ଡର । ରାଜ୍ୟବାସୀଙ୍କୁ ଯେମିତି ଟିକା ସୁବିଧାରେ ଉପଲବ୍ଧ ହୋଇପାରିବ, ସେନେଇ ପଦକ୍ଷେପ ନେଇଛନ୍ତି ସରକାର । ଟିକା ସଂଗ୍ରହ କରିବା ପାଇଁ ଗ୍ଲୋବାଲ ଟେଣ୍ଡର ଡାକିବେ ରାଜ୍ୟ ସରକାର । ଗ୍ଲୋବାଲ ଟେଣ୍ଡର ଜାରି ପାଇଁ ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି…

ମୁଖ୍ୟମନ୍ତ୍ରୀ ହେବାର ୪୮ ଘଣ୍ଟା ପରେ କରୋନା ପଜିଟିଭ୍

ପୁଡୁଚେରୀ: ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାର ୪୮ ଘଣ୍ଟା ପରେ କରୋନା ମହାମାରୀରେ ସଂକ୍ରମିତ ହୋଇଛନ୍ତି ପୁଡୁଚେରୀର ନୂଆ ମୁଖ୍ୟମନ୍ତ୍ରୀ ଏନ୍ ରଙ୍ଗାସ୍ୱାମୀ ବର୍ତ୍ତମାନ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ହେଲେ ଚିନ୍ତାର ବିଷୟ ଏହିକି ଯେ ତାଙ୍କର ସ୍ୱାସ୍ଥ୍ୟବସ୍ଥା…

ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ହିମନ୍ତ ବିଶ୍ୱ ଶର୍ମା

ଆସାମ: ଆଜି ନୂଆ କରି ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ହିମନ୍ତ ବିଶ୍ୱ ଶର୍ମା । ହିମନ୍ତଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ରାଜ୍ୟପାଳ ଜଗଦୀଶ ମୁଖୀ । ସମାରୋହ ଉତ୍ସବରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି. ନଡ୍ଡାଙ୍କ ସମେତ ଅନେକ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ…

ଦିଲ୍ଲୀ ସରୋଜ ହସ୍ପିଟାଲର ୮୦ ଡାକ୍ତର ସଂକ୍ରମିତ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଜାରି ରହିଛି କରୋନାର ଭୟାବହତା ମଧ୍ୟରେ ଦିଲ୍ଲୀର ସରୋଜ ସୁପର ସ୍ପେଶାଲିଟ୍ ହସ୍ପିଟାଲ ଏବେ କରୋନାର ହଟସ୍ପଟ ପାଲଟିଛି ।ହସ୍ପିଟାଲର ୮୦ ଜଣ ଡାକ୍ତର କରୋନା ସଂକ୍ରମିତ ହୋଇଥିବା ସାଙ୍ଘାତିକ ଖବର ସାମ୍ନାକୁ ଆସିଛି। ତେବେ କରୋନା ସଂକ୍ରମଣରେ ଜଣେ…

ଦେଶରେ ଆଉ ୩.୬୬ ଲକ୍ଷ ନୂଆ ସଂକ୍ରମଣ,୩୭୫୪ ମୃତ୍ୟୁ

ନୂଆଦିଲ୍ଲୀ: ଭାରତରେ ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ଓ ମୃତ୍ୟୁସଂଖ୍ୟାରେ ମାସାନ୍ୟ ହ୍ରାସ ଘଟିଥିବା ସମୟରେ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁଯାୟୀ, ଦିନକରେ ଦେଶରେ ଆଉ ୩,୬୬,୧୬୧ ନୂଆ ମାମଲା ରେକର୍ଡ କରାଯାଇଛି । ସେହିଭଳି ମହାମାରୀରେ ଆଉ ୩୭୫୪ ଜଣ ଲୋକଙ୍କ ମୃତ୍ୟୁ ହୋଇଛି । ଏହି…

ରାଜ୍ୟରେ ଆଉ ୧୭ ଜୀବନ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୦୩୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣ ଆକ୍ରାନ୍ତ ପ୍ରାଣ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୯୭କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା…

ସାଙ୍ଘାତିକ କରୋନାସ୍ଥିତି: ଦିନକରେ ୧୦୦୩୧ ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ସଂକ୍ରମଣ ସ୍ଥିତି ଭୟାନକ ରୂପ ଧାରଣ କରିବାରେ ଲାଗିଛି ।ଗତ କାଲିର ସଂକ୍ରମଣ ସଂଖ୍ୟା ଅପେକ୍ଷା ଆଜି ଚିହ୍ନଟ ସଂକ୍ରମିତ ସଂଖ୍ୟା କମିଥିଲେ ମଧ୍ୟ ଏତେ ସଂଖ୍ୟକ ସଂକ୍ରମିତ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇବାରେ ଲାଗିଛନ୍ତି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ…

ରଘୁନାଥ ମହାପାତ୍ରଙ୍କ ବିୟୋଗରେ ନବୀନ ଓ ଧର୍ମେନ୍ଦ୍ରଙ୍କ ଶୋକ ପ୍ରକାଶ

ଭୁବନେଶ୍ବର: ଅନ୍ତରାଷ୍ଟ୍ରୀୟ ସ୍ତରରେ ଓଡ଼ିଶାକୁ ସମ୍ମାନିତ କରିଥିବା ଖ୍ୟାତିସମ୍ପନ୍ନ ଭାସ୍କର୍ଯ୍ୟ ଶିଳ୍ପୀ ପଦ୍ମବିଭୂଷଣ, ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଏକ ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ…

ସୁନ୍ଦରଗଡ଼ରେ ଅଧିକ ୯୦ ଆଇସିୟୁ ଓ ୧୨୦ ଅକ୍ସିଜେନ୍ ବେଡ୍

.ଦୈନିକ ଆରଟିପିସିଆର ଟେଷ୍ଟିଂ କ୍ଷମତା ଆହୁରି ୫୦୦ ବୃଦ୍ଧି କରାଯିବ .ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତାଙ୍କର ସୁନ୍ଦରଗଡ଼ ଜିଲ୍ଲାରେ କୋଭିଡ୍ ପରିଚାଳନା ସମୀକ୍ଷା