Odia News Portal
Browsing Tag

swadhikar news

ବିନା ଭକ୍ତରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା

ପୁରୀ: ଚଳିତ ବର୍ଷ ବିନା ଭକ୍ତରେ କରାଯିବ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ।ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଛି ଶ୍ରୀମନ୍ଦିର ପ୍ରଶାସନ ।ରାଜ୍ୟରେ ବର୍ତମାନ କରୋନା ପରିସ୍ଥିତି ଭୟଙ୍କର ରୂପ ଧାରଣ କରିଥିବା ସମୟରେ କଟକଣା ଭିତରେ ସଂକ୍ରମଣ ମୁକ୍ତ ଭାବେ ମହାପ୍ରଭୁଙ୍କ ଚନ୍ଦନଯାତ୍ରା ଶ୍ରୀମନ୍ଦିର…

ଦିଲ୍ଲୀରେ ବଢିଲା ଲକଡାଉନ, ମେଟ୍ରୋ ସେବା ବାତିଲ

ନୂଆଦିଲ୍ଲୀ: ଆଉ ଗୋଟିଏ ସପ୍ତାହ (ମେ ୧୭) ପର୍ଯ୍ୟନ୍ତ ‘ଲକ୍‌ଡାଉନ୍‌’ ବଢ଼ାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ଦିଲ୍ଲୀ ସରକାର । ଏ ନେଇ ସୂଚନା ଦେଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍‌ । ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ, ଏଥର ସରକାର ଅପେକ୍ଷାକୃତ କଠୋର…

ଓଡ଼ିଶାରେ ପ୍ରତିଷ୍ଠା ହେବ ଆଉ ୨ କେନ୍ଦ୍ରୀୟ ବିଦ୍ୟାଳୟ

ଭୁବନେଶ୍ବର: ଓଡ଼ିଶାର ସୁନ୍ଦରଗଡ଼ ଏବଂ ଅନୁଗୁଳ ଜିଲ୍ଲାରେ ପ୍ରତିଷ୍ଠା ହେବ ୨ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ। ଏଥିପାଇଁ ଏମସିଏଲ୍‌ ବୋର୍ଡ ଅନୁମୋଦନ ଦେଇଥିବାରୁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। …

କରୋନା କହର: ଆଉ୧୯ ମୁଣ୍ଡ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୩୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣ ଆକ୍ରାନ୍ତ ପ୍ରାଣ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ…

ଭାରତର ସବୁଠୁ ଧନୀ ବ୍ୟକ୍ତି ରେସରେ ଗୌତମ ଆଦାନୀ

ନୂଆଦିଲ୍ଲୀ: କେବଳ ଭାରତ ନୁହେଁ ଏସିଆର ସବୁଠାରୁ ଧନୀ ବ୍ୟକ୍ତିର ମୁକୁଟ ବର୍ତ୍ତମାନ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଚେୟାରମ୍ୟାନ୍ ମୁକେଶ ଅମ୍ବାନୀଙ୍କ ମୁଣ୍ଡରେ ଅଛି | କିନ୍ତୁ ଏହା ଯେକୌଣସି ସମୟରେ ମୁକେଶ ଅମ୍ବାନୀଙ୍କ ହାତରୁ ଚାଲି ଯାଇପାରେ। କାରଣ ଏହି ମୁକୁଟ ହାସିଲ ଦିଗରେ ଅଦାନୀ କମ୍ପାନୀର…

ଅକ୍ସିଜେନ ବିତରଣ ପାଇଁ ଟାସ୍କଫୋର୍ସ ଗଠନ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: କୋରୋନାର ଦ୍ୱିତୀୟ ଲହର ସାରାଦେଶର ସ୍ୱାସ୍ଥ୍ୟ ବ୍ୟବସ୍ଥାକୁ ବିପର୍ଯ୍ୟସ୍ତ କରିଥିବା ସମୟରେ ରୋଗୀଙ୍କୁ ଅକ୍ସିଜେନ ସମସ୍ୟା ଦୂର କରିବା ପାଇଁ ସୁପ୍ରିମକୋର୍ଟ ନେଇଛନ୍ତି ବଡ଼ ଫଇସଲା। କେନ୍ଦ୍ର ସରକାର ସବୁ ରାଜ୍ୟକୁ ଠିକ୍ ଭାବେ ଅକ୍ସିଜେନ ଯୋଗାଇ ପାରୁ ନାହାନ୍ତି । ଅକ୍ସିଜେନ…