Odia News Portal
Browsing Tag

swadhikar news

ଓଡିଶାରେ ପହଞ୍ଚିଲା ୧ ଲକ୍ଷ କୋଭିସିଲ୍ଡ ଟିକା

ଭୁବନେଶ୍ୱର: ଓଡିଶାକୁ ଆସି ପହଞ୍ଚିଛି ଆଉ ୧ ଲକ୍ଷ କୋଭିସିଲ୍ଡ ଟିକା ।ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ ଦ୍ୱାରା ଆଜି ଟିକା ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛି । ୧୮ରୁ ୪୪ ବର୍ଷ ଲୋକଙ୍କ ପାଇଁ ଏହି ଟିକା ଭୁବନେଶ୍ୱରକୁ ପଠାଯାଇଛି । ତେବେ ଏହା ପୂର୍ବରୁ ମଧ୍ୟ ଭୁବନେଶ୍ୱରକୁ ଟିକା…

କୋଭିଡ୍ ସଂକ୍ରମିତଙ୍କ ପାଇଁ ବଦଳିଲା ହସ୍ପିଟାଲ ନିୟମ

ଭୁବନେଶ୍ୱର: ଦେଶରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ସମୟରେ ଆକ୍ରାନ୍ତଙ୍କ ପାଇଁ ବଦଳିଛି ହସ୍ପିଟାଲର ନିୟମ । ଏଣିକି ହସ୍ପିଟାଲରେ ଆଡମିସନ ପାଇଁ ଆଉ ଦରକାର ନାହିଁ କୋଭିଡ୍ ପଜିଟିଭ୍ ରିପୋର୍ଟ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ନିୟମ ବଦଳାଇଥିବା ନେଇ ଜାତୀୟ ଗଣମାଧ୍ୟମରେ ଏହି ଖବର…

ପ୍ରତାପ ଜେନାଙ୍କ ସମେତ ୪ ବିଜେଡି ନେତା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ଧିରେ ଧିରେ ବଢ଼ି ଚାଲିଛି | ରାଜ୍ୟରେ ଆଜି ୧୧ ହଜାର ପାର ପହଞ୍ଚିଛି ସଂକ୍ରମିତଙ୍କ ସଂଖ୍ୟା |ଆଉ ଏହି ମଧ୍ୟରେ ବିଜେଡ଼ି ଦଳର ବରିଷ୍ଠ ନେତା ତଥା ମନ୍ତ୍ରୀ ପ୍ରତାପ ଜେନାଙ୍କ ସମେତ ଚାରି ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏ ନେଇ ଦଳର…

‘ଓଡିଶା କ୍ଷୁଦ୍ରଶିଳ୍ପ ନିଗମ’ ଦ୍ୱାରା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧୦ଲକ୍ଷ ପ୍ରଦାନ

ଭୁବନେଶ୍ବର: କରୋନାର ଏହି ଘଡିସନ୍ଧି ମୁହୂର୍ତ୍ତରେ ରାଜ୍ୟ ସରକାରଙ୍କ ଦ୍ବାରା ପରିଚାଳିତ ‘ଓଡିଶା କ୍ଷୁଦ୍ରଶିଳ୍ପ ନିଗମ’ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧୦ଲକ୍ଷ ଟଙ୍କା ପ୍ରଦାନ କରିଛି ।ଏହି ସନ୍ଦର୍ଭରେ ନିଗମର ଅଧ୍ୟକ୍ଷ ଚିନ୍ମୟ କୁମାର ସାହୁ ଏବଂ ପରିଚାଳନା ନିର୍ଦ୍ଦେଶକ ପ୍ରଦୀପ୍ତ…

ବଲିଉଡ କୁଇନ୍ କଙ୍ଗନାଙ୍କୁ ହେଲା କରୋନା

ମୁମ୍ବାଇ: ଦେଶରେ ଏବେ ସଂକ୍ରମଣ ଦୃତଗତି ମାଡ଼ି ଚାଲିଛି ।ଆଉ ଏହା ମଧ୍ୟରେ କରୋନା କାୟା ବଲିଉଡ୍ ଜଗତକୁ ମଧ୍ୟ ଆକ୍ରାନ୍ତ କରିଛି । ଆଜି ବଲିଉଡ ଅଭିନେତ୍ରୀ କୁଇନ୍ କଙ୍ଗନା ରାଣାୱତ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ଏନେଇ ସେ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ସୂଚନା ଦେଇଛନ୍ତି। ଏହାସହ…

ଏସପ୍ଲାନେଡ ମଲ ପାର୍କିଂରେ ବୟସ୍କଙ୍କ ପାଇଁ ଟିକା

ଭୁବନେଶ୍ବର: ରାଜ୍ୟରେ ସଂକ୍ରମଣର ମାତ୍ରା ବୃଦ୍ଧି ପାଉଥିବା ସମୟରେ ଟୀକାକରଣ ବ୍ୟବସ୍ଥାକୁ ବୃଦ୍ଧି କରାଯାଇଛି । କୋଭିଡ ଟିକା ନେବାକୁ ବିଭିନ୍ନ ସ୍ଥାନରେ ଭିଡ ଜମୁଥିବା ବେଳେ ଟିକା ଦାନ କେନ୍ଦ୍ରରେ ବ୍ୟବସ୍ଥାକୁ ସୁଦୃଢ କରିବା ନିମନ୍ତେ ବିଏମସି ପକ୍ଷରୁ ୪୫ ବର୍ଷରୁ ଅଧିକ ଲୋକଙ୍କ ପାଇଁ…

ରାଷ୍ଟ୍ରନାୟକ ନବୀନ: ନଭିମୁମ୍ବାଇ ମହାନଗର ନିଗମ ଓଡିଶା ଭବନ ଭଡା ଦେୟ ସମ୍ପୂର୍ଣ୍ଣ ଛାଡ଼

ଭୁବନେଶ୍ବର: କୋଭିଡ୍ ମୁକାବିଲା କ୍ଷେତ୍ରରେ ପୁଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ବଦାନ୍ୟତା ଦେଖାଇଛନ୍ତି । ମୁମ୍ବାଇରେ ରୋଗୀଙ୍କୁ ସେବା ଯୋଗାଉଥିବା ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ମାନଙ୍କ ସଙ୍ଗରୋଧ ନିମନ୍ତେ ନଭି ମୁମ୍ବାଇ ମହାନଗର ନିଗମ ସେଠାରେ ଥିବା ଓଡ଼ିଶା ଭବନକୁ ୨୦୨୦…

ବରଗଡ଼ ମଲ୍ଟି ସ୍ପେଶାଲିଟି ହସ୍ପିଟାଲରେ ୧୦୦ଟି ଭେଣ୍ଟିଲେଟର ସହ ଆଇସିୟୁ ବେଡର ଶୁଭାରମ୍ଭ

ଭୁବନେଶ୍ବର:କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପଶ୍ଚିମ ଓଡ଼ିଶାର କୋଭିଡ୍ ମୁକାବିଲା କରିବା ପାଇଁ ବରଗଡ଼ର ବିକାଶ ମଲ୍ଟି ସ୍ପେଶାଲିଟି ହସ୍ପିଟାଲରେ ୧୦୦ଟି ଭେଣ୍ଟିଲେଟର ସହ ଆଇସିୟୁ ବେଡର ଶୁଭାରମ୍ଭ କରିଛନ୍ତି । ମହାମାରୀର ମୁକାବିଲା ପାଇଁ ବରଗଡର ବିକାଶ ମଲ୍ଟି ସ୍ପେଶାଲିଟି…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଏମ୍.କେ. ଷ୍ଟାଲିନ୍

ତାମିଲନାଡୁ: ଡିଏମ୍କେ’ର ଅଧ୍ୟକ୍ଷ ଏମ୍.କେ. ଷ୍ଟାଲିନ୍ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ତାଙ୍କ ସହ ୩୩ଜଣ କ୍ୟାବିନେଟ୍ ମନ୍ତ୍ରୀ ମଧ୍ୟ ଆଜି ଶପଥ ଗ୍ରହଣ କରିଛନ୍ତି । ଏଥିସହ ତାମିଲନାଡୁର ଗୃହମନ୍ତ୍ରୀ ଭାବେ ମଧ୍ୟ ସେ ଶପଥ ନେଇଛନ୍ତି। ପୂର୍ବତନ ମନ୍ତ୍ରୀ…