Odia News Portal
Browsing Tag

swadhikar news

ଗଞ୍ଜାମ ସହରାଞ୍ଚଳରେ ସମସ୍ତ ଦୋକାନ ବଜାର ବନ୍ଦ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ସହରାଞ୍ଚଳରେ ସଂକ୍ରମଣର ମାତ୍ରା ବୃଦ୍ଧି ପାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲା ବ୍ୟବସାୟୀ ଏବଂ ବୁଲାବିକାଳୀ ସଂଘ ଏହି ନିଷ୍ପତ୍ତି ନେଇଛି । ଆଜିଠାରୁ ମେ ମାସ ୯ ତାରିଖ ପର୍ଯ୍ୟନ୍ତ ଦିନ ୨ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ସମସ୍ତ ଦୋକାନ ବଜାର ବନ୍ଦ…

ନବୀନଙ୍କ ‘ଅମୂଲ୍ୟ’ ଦାନ ବଢାଇଛି ଓଡିଶାର ଗୌରବ

ଭୁବନଶ୍ୱେର: ଅମ୍ଲଜାନ ସଙ୍କଟକୁ ନେଇ ଏବେ ସାରା ଦେଶରେ ଚାଲିଛି ରାଜନୈତିକ ବାକବିତଣ୍ଡା । ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ସରକାର କୋର୍ଟ କଚେରୀରେ ପରସ୍ପର ଉପରେ ଦୋଷ ଲଦାଲଦି ହେଉଛନ୍ତି । ଏପରିକି ବିଭିନ୍ନ ହାଇକୋର୍ଟ ଓ ସୁପ୍ରିମକୋର୍ଟ ମଧ୍ୟ କେନ୍ଦ୍ରକୁ ଅକ୍ସିଜେନ ଅଭାବ ପାଇଁ ଦାୟୀ କରି…

ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା ମହାମାରୀ କରୋନା

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୩୮୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୧୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

କରୋନା ରେକର୍ଡ଼ ପାର୍: ୨୪ ଘଣ୍ଟାରେ ୮୩୮୬ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ପାର ୮୩୮୬ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୨୮୫୧୫ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୦୫ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୪୭୮୧ ଜଣ…

ରେଡିଓରେ ସମ୍ବାଦ ପରିବେଷଣ ନେଇ ସୋଆ କମ୍ୟୁନିଟିର ଅଭିନବ ପ୍ରୟାସ

ଭୁବନେଶ୍ୱର: ସୂଚନା ଏପରି ଏକ ମାଧ୍ୟମ ଯାହାଦ୍ୱାରା ଆଜି ମଣିଷ ପ୍ରଗତି ପଥରେ ଆଗେଇ ଚାଲିଛି । ପୂର୍ବରୁ ଲୋକଙ୍କୁ କୌଣସି ବିଷୟରେ ଜାଣିବା ପାଇଁ ଅନେକ ପ୍ରୟାସ କରିବାକୁ ପଡ଼ୁଥିଲା । କିନ୍ତୁ ବର୍ତମାନ ଇଣ୍ଟରନେଟ୍ ଯୁଗରେ ସୂଚନା ଏବେ ହାତ ପାହନ୍ତାରେ ଉପଲବ୍ଧ । କିନ୍ତୁ ସେହି ସୂଚନା ଠିକ୍ ନା…

ବିପର୍ଯ୍ୟୟର ମୁକାବିଲା ଆମର ମୂଳମନ୍ତ୍ର: ମୁଖ୍ୟମନ୍ତ୍ରୀ

*ଔଷଧ ମହଜୁବ ଓ ଅକ୍‌ସିଜେନ ଯୋଗାଣ ଉପରେ ଗୁରୁତ୍ୱ | *ପ୍ରତି ଜୀବନ ରକ୍ଷା ପାଇଁ ଆମର ପ୍ରୟାସ ଜାରି ରହିଛି | *ଗୋଟିଏ ସଂକ୍ରମଣ କମିଲେ ଚାପ କମିବ | *ତ୍ରୁଟି ଶୂନ୍ୟ ଯୋଜନା ପାଇଁ ଜିଲ୍ଲାପାଳ,ଏସପିଙ୍କୁ ନିର୍ଦ୍ଦେଶ |

ପ୍ରଥମ ଲହର ଠାରୁ ଦ୍ୱିତୀୟ ଲହର କରୁଛି ଅଧିକ ସଂକ୍ରମଣ

ଭୁବନେଶ୍ୱର: କରୋନା ସ୍ଥିତିକୁ ନେଇ ସୂଚନା ଦେଲେ ରାଜ୍ୟ ସରକାର । କରୋନାର ଦ୍ୱିତୀୟ ଲହରକୁ ନେଇ ବିଭିନ୍ନ ପରାମର୍ଶ ଦେଇଛନ୍ତି ବିଷେଶଜ୍ଞ । ପୂର୍ବରୁ କୋଭିଡ ସହ ଲଢି ଆମେ ସଫଳତା ପାଇଛନ୍ତି । ଦ୍ୱିତୀୟ ଲହରକୁ ନେଇ ଜନସାଧାରଣ ଆତଙ୍କିତ ଅଛନ୍ତି । କୋଭିଡ ଦ୍ୱିତୀୟ ଲହରକୁ ମୁକିବିଲା କରିବାକୁ…

କରୋନା ଲଢ଼େଇରେ ନବୀନ ରାଷ୍ଟ୍ରନାୟକ

ଭୁବନେଶ୍ୱର: ଦୀର୍ଘ ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ବ ସମୟ ଧରି ଓଡିଶାର ମାଟି, ପାଣି, ପବନ ସହ ଜଡିତ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡିଆଙ୍କ ସୁଖ ଦୁଃଖର ସାଥୀ ହୋଇଛନ୍ତି । ଅନେକ ବିପତ୍ତି ସମୟରେ ମୁଖ୍ୟମନ୍ତ୍ରୀ ଆଗକୁ ଆସି ସାହସର ସହ ମୁକାବିଲା କରିଛନ୍ତି । କେବଳ ରାଜ୍ୟ ନୁହେଁ ଦେଶ…