Odia News Portal
Browsing Tag

swadhikar news

ଦ୍ୱିତୀୟ ଥର ପାଇଁ କରୋନା ପଜିଟିଭ୍‌ ହେଲେ ବାବୁଲ ସୁପ୍ରିୟୋ

କୋଲକାତା: ଦେଶରେ ଅଣାୟତ୍ତ କରୋନା ସଂକ୍ରମଣ | ଦୈନିକ ୩ ଲକ୍ଷ ପାର କରୁଛି ସଂକ୍ରମଣ ସଂଖ୍ୟା । ଏହାରି ଭିତରେ ନିର୍ବାଚନ ଚାଲିଥିବା ପଶ୍ଚିମବଙ୍ଗରେ ସ୍ଥିତି ସାଙ୍ଘାତିକ ହେବାକୁ ବସିଲାଣି। ଆଜି କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ବାବୁଲ ସୁପ୍ରିୟୋ ପୁଣି ଥରେ କରୋନାରେ ଆକ୍ରାନ୍ତ…

ରାତି ୮ଟାରେ ନବୀନଙ୍କ ବଡ଼ ଘୋଷଣା

ଭୁବନେଶ୍ୱର: ରାତି ୮ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ |ରାଜ୍ୟର କୋଭିଡ ସ୍ଥିତି ନେଇ ସମ୍ବୋଧନ କରିବେ ନବୀନ | ସେହିଭଳି ଟିକା ଦରକୁ ନେଇ ମଧ୍ୟ ବଡ଼ ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ । ମେ’ ପହିଲାରୁ ୧୮ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କଙ୍କ ଲାଗି ଟିକାକରଣ…

ସ୍ୱର୍ଗଦ୍ୱାରରେ ପୁଣି ଜାରିହେଲା ଶବଦାହ କଟକଣା

ପୁରୀ: ସ୍ୱର୍ଗଦ୍ୱାରରେ ଶବସତ୍କାର ଉପରେ କଟକଣା ଜାରି କରାଯାଇଛି । ବିଶେଷ କରି ପୁରୀ ଜିଲ୍ଲାର କୌଣସି ଶବ ଆସିଲେ କରୋନାର ନେଗେଟିଭ୍ ସାର୍ଟିଫିକେଟ ଦେବାକୁ ପଡିବ ବୋଲି କୁହାଯାଉଛି | ରାଜ୍ୟରେ ବର୍ତ୍ତମାନ ସଂକ୍ରମଣ ବଢୁଥିବା ସମୟରେ ,ଏପରି ନିଷ୍ପତି ନେଇଛି ପୁରୀ ଜିଲ୍ଲା ପ୍ରଶାସନ । କୋଭିଡର…

କୋଭିଡ୍ ଚିକିତ୍ସା କେନ୍ଦ୍ର ହେବ ବ୍ରହ୍ମପୁର ସିଟି ହସ୍ପିଟାଲ: ଜିଲ୍ଲାପାଳ

ବ୍ରହ୍ମପୁର : ଜିଲ୍ଲାରେ ସଂକ୍ରମଣ ସ୍ଥିତିକୁ ନିୟନ୍ତ୍ରଣ କରିବା ସକାଶେ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ସତର୍କତା ଏବଂ ବ୍ୟବସ୍ଥାକୁ କଡାକଡି କରାଯାଉଛି । ଦ୍ବିତୀୟ ଲହରିର ମୁକାବିଲା ସକାଶେ ସ୍ବାସ୍ଥ୍ୟ ବିଭାଗର ପରାମର୍ଶ କ୍ରମେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଏକ…

ପେଟ ପାଇଁ ସଂଘର୍ଷ: ମହୁଲ ଗୋଟାଉଛି ରୌପ୍ୟ ପଦକ ବିଜେତା

ଭୁବନେଶ୍ୱର: ଗତ କିଛି ବର୍ଷରେ କ୍ରୀଡ଼ା କ୍ଷେତ୍ରରେ ମାଲକାନଗିରି ଜିଲ୍ଲା ରୁ ବିଭିନ୍ନ ଖେଳାଳି ରାଜ୍ୟ ଓ ଜାତୀୟ ସ୍ତରରେ ନିଜର ଛାପ ଛାଡିଥିବା ଦେଖିବାକୁ ମିଳିଛି । ତେବେ ଆଦିବାସୀ ଅଧୁଷିତ ଅଞ୍ଚଳ , ଉପଯୁକ୍ତ ଭିତ୍ତିଭୂମି ଅଭାବ ସହ ଗରିବ ରେଖା ତଳେ ରହିଥିବା ଅନେକ ଖେଳାଳୀ ନିଜ ଖେଳରୁ…

ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ସ୍ୱାସ୍ଥ୍ୟ ବୀମା

ଭୁବନେଶ୍ୱର: ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ସ୍ୱାସ୍ଥ୍ୟ ବୀମା । ନ୍ୟୁ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ପକ୍ଷରୁ ସେବାୟତଙ୍କୁ ଏହି ସ୍ୱାସ୍ଥ୍ୟ ବୀମା ସୁବିଧା ମିଳିବ| ଏହି ଯୋଜନାରେ ପ୍ରତି ପରିବାରକୁ ଚିକିତ୍ସା କ୍ଷେତ୍ରରେ ୨ଲକ୍ଷ ଟଙ୍କାର ମୌଳିକ ବୀମା ସୁରକ୍ଷା ଓ ଗୁରୁତର ଅସୁସ୍ଥତା…

ମନ୍ କି ବାତ୍: ଧୈର୍ଯ୍ୟ ଓ ସହନଶୀଳତାର ପରୀକ୍ଷା ନେଉଛି କରୋନା

ନୂଆଦିଲ୍ଲୀ: ଆଜି ମାସିକ ରେଡ଼ିଓ କାର୍ଯ୍ୟକ୍ରମ ‘ମନ୍ କି ବାତ୍’ର ୭୬ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, କୋଭିଡ୍‌-୧୯ର ପ୍ରଥମ ପ୍ରବାହକୁ ସଫଳତାର ସହ ମୁକାବିଲା କରିବା ପରେ ଦେଶର ମନୋବଳ ସୁଦୃଢ଼ ହୋଇଥିଲା କିନ୍ତୁ, ଏଥରର କରୋନା ‘ତୋଫାନ୍’ ଦେଶକୁ ବିପର୍ଯ୍ୟସ୍ତ କରି…

ଦିଲ୍ଲୀରେ ଲକ୍‌ଡାଉନ୍‌ ମେ ୩ ଯାଏଁ ବୃଦ୍ଧି

ନୂଆଦିଲ୍ଲୀ: ଦିଲ୍ଲୀରେ ବୃଦ୍ଧି ହେଲା ଲକ୍‌ଡାଉନ୍‌ ଅବଧି । ରାଜଧାନୀ ଦିଲ୍ଲୀରେ ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ଲକ୍‌ଡାଉନକୁ ଆଉ ସପ୍ତାହେ ବୃଦ୍ଧି କରାଯାଇଛି ଦୈନିକ ମାମଲା କମିଥିଲେ ମଧ୍ୟ ସଂକ୍ରମଣ ହାର ଅଧିକ ଥିବାରୁ ସତର୍କତା ମୂଳକ ପଦକ୍ଷେପ ଭାବେ ଜାତୀୟ ରାଜଧାନୀରେ ଲକଡାଉନକୁ ମେ ୩…