Odia News Portal
Browsing Tag

swadhikar news

୨୬ରେ ପ୍ରାର୍ଥୀପତ୍ର ଦାଖଲ କରିବେ କଂଗ୍ରେସ ଯୋଦ୍ଧା ବିଶ୍ୱକେଶନ

ପିପିଲି: ଅଜିତଙ୍କ ଦେହାନ୍ତ ପରେ ପିପିଲି ଉପନିର୍ବାଚନକୁ ନେଇ କଂଗ୍ରେସର ମଙ୍ଗ କିଏ ଧରିବ ସେ ନେଇ ଚର୍ଚ୍ଚା ଲାଗିରହିଥିଲା । ସ୍ୱର୍ଗତ ଅଜିତ୍ ମଙ୍ଗରାଜଙ୍କ ପରିବାରରୁ ପ୍ରାର୍ଥୀ କରି ଅନୁକମ୍ପା ଭୋଟ ଆଶାରେ ରହିଥିଲା ରାଜ୍ୟ କଂଗ୍ରେସ । ହେଲେ ଦିବଂଗତ ନେତା ଅଜିତ୍ ମଙ୍ଗରାଜଙ୍କ ପରିବାରରୁ…

ଦେଶପ୍ରତି ସମ୍ବଲପୁର ପୋଲିସର କର୍ତ୍ତବ୍ୟନିଷ୍ଠାକୁ ସଲାମ୍

ସମ୍ବଲପୁର: ଓଡିଶାରୁ ୩ଟି ରାଜ୍ୟକୁ ଯୋଗାଣ ହେଉଥିବା ଅକ୍ସିଜେନ୍ ଟ୍ୟାଙ୍କରକୁ ଜିଲ୍ଲା ସୀମା ଯାଏ ଏକ୍ସକର୍ଟ କରି ନିରଙ୍କୁଶ ରାସ୍ତା ଦେଇଛି ସମ୍ବଲପୁର ପୁଲିସ । ବର୍ତ୍ତମାନ ସମୟରେ ଜୀବନ ରକ୍ଷାକାରି ଅକ୍ସିଜେନ୍ ଯେମିତି ସଠିକ ସମୟରେ ପରିବହନ ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ଦେଶକୁ ଆଶ୍ବସ୍ତ…

ହିଙ୍ଗୁଳା ମନ୍ଦିର ବିକାଶ ପାଇଁ ୯.୩୨ କୋଟି ମଞ୍ଜୁର

ତାଳଚେର: ତାଳଚେରରେ ହିଙ୍ଗୁଳା ମନ୍ଦିରର ମରାମତି ପାଇଁ ୯.୩୨ କୋଟି ଟଙ୍କା ମଞ୍ଜୁର | କେନ୍ଦ୍ର କୋଇଲା, ଖଣି ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ପହଲ୍ଲାଦ ଯୋଷୀ ୯.୩୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ଟଙ୍କା ଏମସିଏଲର ସିଏସଆର ପାଣ୍ଠିରୁ ଦିଆଯିବ । ଏହି ଖବର ପରେ କେନ୍ଦ୍ରମନ୍ତ୍ରୀ…

ତେଲେଙ୍ଗାନାକୁ ଅକ୍ସିଜେନ ପଠାଇଲା ଟାଟା ଷ୍ଟିଲ ବିଏସଏଲ

ଭୁବନେଶ୍ୱର: ଦେଶରେ ମହାମାରୀ କରୋନା ସାଙ୍ଘାତିକ ସ୍ଥିତି ଧାରଣ କରିଥିବା ସମୟରେ ଅକ୍ସିଜେନ ନିଅଣ୍ଟ ସମସ୍ୟା ସୃଷ୍ଟି କରିଛି । ଏପରି ସ୍ଥିତିରେ ଅତ୍ୟାବଶ୍ୟକ ଅକ୍ସିଜେନ ଅଭାବ ଦୂର କରିବା ପାଇଁ ଢେଙ୍କାନାଳର ଟାଟା ଷ୍ଟିଲ ବିଏସଏଲ କାରଖାନା ଆଗକୁ ଆସିଛି। କାରଖାନା ପକ୍ଷରୁ ୫୬ ଟନ ଲିକ୍ୟୁଇଡ଼…

ରାଜ୍ୟରେ ଆଜି ୬୧୧୬ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୭୪୫୭ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୭୦ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୩୫୪୬ ଜଣ…

ଏମକେସିିଜିରେ ନାହିଁ ଅକ୍ସିଜେନ ଅଭାବ: ଜିଲ୍ଲାପାଳ

ବ୍ରହ୍ମପୁର: ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ ଓ ହସପିଟାଲରେ ଅକ୍ସିଜେନ ଅଭାବ ଖବର ମିଛ ବୋଲି ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି । ଖୋଦ୍ ଗଞ୍ଜାମ ଜିଲ୍ଲାପାଳ ଏଭଳି ଖବରକୁ ଖଣ୍ଡନ କରିଛନ୍ତି । ଯଥେଷ୍ଟ ପରିମାଣରେ ଅକ୍ସିଜେନ ମହଜୁଦ ଅଛି ଓ ଜିଲ୍ଲା ପ୍ରଶାସନ ପକ୍ଷରୁ…

ଅମ୍ଲଜାନ ଯୋଗାଣ ରୋକିଲେ ଫାଶୀରେ ଝୁଲାଇଦେବୁୁୁ

ନୂଆଦିଲ୍ଲୀ: ଦିଲ୍ଲୀର ଅକ୍ସିଜେନ୍ ସଙ୍କଟ ନେଇ ଶୁଣାଣି ବେଳେ କଡ଼ା ଚେତାବନୀ ଶୁଣାଇଛନ୍ତି ହାଇକୋର୍ଟ । କେନ୍ଦ୍ର, ରାଜ୍ୟ ଅଥବା କୌଣସି ଅଧିକାରୀ ଅକ୍ସିଜେନ୍ ଯୋଗାଣରେ ଅସୁବିଧା ସୃଷ୍ଟି କଲେ ଆମେ ସେହି ବ୍ୟକ୍ତିଙ୍କୁ ଫାଶୀ ଦେବୁ । ଜଷ୍ଟିସ୍ ବିପିନ୍ ସାଂଘି ଓ ଜଷ୍ଟିସ୍ ରେଖା ପଲ୍ଲୀଙ୍କ…

ମେ’ ୧୫ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

*ଶ୍ରୀମନ୍ଦିର ବନ୍ଦ ନିଷ୍ପତି ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା | *କରୋନା ସଂକ୍ରମଣକୁ ଦେଖି ମେ ୧୫ ପର୍ଯ୍ୟନ୍ତ ଭକ୍ତଙ୍କ ପାଇଁ ଜଗା ଦର୍ଶନ ବନ୍ଦ |

ଶପଥ ଗ୍ରହଣ କଲେ ଜଷ୍ଟିସ୍ ଏନ୍ ଭି ରମନା

ନୂଆଦିଲ୍ଲୀ: ଆଜି ଶପଥ ନେଇଛନ୍ତି ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏନ୍ ଭି ରମନା | ସୁପ୍ରିମକୋର୍ଟର ୪୮ ତମ ମୁଖ୍ୟ ବିଚାରପତି ଭାବେ ଆଜି ଶପଥ ନେଇଛନ୍ତି ଜଷ୍ଟିସ୍ ଏନ୍ ଭି ରମନା ।ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଶପଥପାଠ କରାଇଛନ୍ତି । ସେ ଆଜିଠାରୁ ୨୦୨୨ ଅଗଷ୍ଟ ୨୬…