Odia News Portal
Browsing Tag

swadhikar news

ପଦ ହରାଇବେ ଲକ୍ଷ୍ମୀପ୍ରସାଦ ସରପଞ୍ଚ ସୌମ୍ୟରଞ୍ଜନ

ନୟାଗଡ଼: ଅନାସ୍ଥା ଭୋଟରେ ହାରିଲେ ଲକ୍ଷ୍ମୀପ୍ରସାଦ ସରପଞ୍ଚ ସୌମ୍ୟରଞ୍ଜନ ପ୍ରଧାନ।ତେବେ ଅନାସ୍ଥାରେ ହାରିବା ସହ ସରପଞ୍ଚ ପଦବୀ ହରାଇବେ ସୌମ୍ୟରଞ୍ଜନ। ପଞ୍ଚାୟତର ସମସ୍ତ ୧୫ ଓ୍ବାର୍ଡ ସଭ୍ୟ ସୌମ୍ୟରଞ୍ଜନଙ୍କ ବିରୋଧରେ ମତଦାନ କରିଥିବା ସମୟରେ ଏହି ଅନସ୍ଥା ପ୍ରସ୍ତାବକୁ ଲକ୍ଷ୍ମୀପ୍ରସାଦ…

ସଟଡାଉନରେ ଏମାନଙ୍କ ଉପରେ ରହିବନି କଟକଣା

*ଅତ୍ୟାବଶ୍ୟକ ସେବାରେ ନିୟୋଜିତ କର୍ମଚାରୀ ପରିଚୟ ପତ୍ର ଦେଖାଇ ଯାତାୟତ କରିପାରିବେ | *ବାହାଘରରେ ସର୍ବମୋଟ ୫୦ ଜଣ ଲୋକ ଯୋଗ ଦେଇପାରିବେ | *ବିବାହ ଶୋଭାଯାତ୍ରାକୁ ମଧ୍ୟ ଅନୁମତି ଦିଆଯାଇନି | *ଯାତ୍ରା ରଙ୍ଗମଞ୍ଚ,ଅଙ୍ଗନବାଡ଼ି କେନ୍ଦ୍ର ଆଦିକୁ ମଧ୍ୟ ବନ୍ଦ |

ନାଇଟ କର୍ଫ୍ୟୁ ପରେ ସପ୍ତାହାନ୍ତ ସଟଡାଉନ୍

ଭୁବନେଶ୍ୱର: କରୋନା ପାଇଁ ବଡ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢୁଥିବା ଥିବା ସମୟରେ ରାଜ୍ୟରେ ଶନିବାର ଓ ରବିବାର ସଟଡାଉନ ଜାରି କରିଛନ୍ତି ସରକାର । ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ ଘୋଷଣା କରିଛନ୍ତି ଏସଆରସି ପ୍ରଦୀପ ଜେନା…

କୁକୁଡାଖଣ୍ଡିରେ ବିସ୍ଫୋରଣ ୨ମୃତ, ୩ ଗୁରୁତର

ଗଞ୍ଜାମ: କ୍ରସର ପାଇଁ ଘରେ ଥିବା ବିସ୍ଫୋଟକ ଗ୍ୟାସ୍ ଫାଟିବା ପରେ ଭୟାବହ ପରିସ୍ଥିତି ସୃଷ୍ଟି କରିଛି । ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରିଛି ପୋଲିସ । ସୂଚନାନୁଯାୟୀ, ବ୍ରହ୍ମପୁର ଉପଖଣ୍ଡ ସଦର ଥାନା କୁକୁଡ଼ାଖଣ୍ଡି ଏବି…

ରାଜ୍ୟରେ ସାଙ୍ଘାତିକ ସ୍ଥିତି: ୨୪ ଘଣ୍ଟାରେ ୪୪୪୫ ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪୪୫ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬୮୨୫୮ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୭୧ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୨୫୭୪ ଜଣ କ୍ବାରେଣ୍ଟାଇନ୍‌ରେ…

ଜୀବନ ବିନ୍ଦୁ ଆନୁକୂଲ୍ୟରେ ବିଜୁ ଛାତ୍ର ଜନତା ଦଳର ୭୫ ୟୁନିଟ୍ ରକ୍ତ ସଂଗ୍ରହ

ଭୁବନେଶ୍ବର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ ଅବସରରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଖୋର୍ଦ୍ଧା ଜିଲ୍ଲା ସଭାପତି ବିଶ୍ଵଦିପ ପ୍ରଧାନଙ୍କ ନେତୃତ୍ବରେ ୭୫ ୟୁନିଟ୍ ରକ୍ତ ସଂଗ୍ରହ। ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଅବସରରେ ବିଜୁ ଛାତ୍ର…

ଟ୍ୱିନସିଟିରେ ଲାଗୁ ହେବ ୧୪୪ ଧାରା

*ରେଳ ଷ୍ଟେସନ, ବିମାନବନ୍ଦର ଓ ବସଷ୍ଟାଣ୍ଡକୁ ଯାତ୍ରୀ ନେବା ଆଣିବା ପାଇଁ ଗାଡ଼ି ଯାଇପାରିବ । *ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ କର୍ମଚାରୀମାନେ ନାଇଟ୍‌ କର୍ଫ୍ୟୁବେଳେ ଯାତାୟାତ କରିପାରିବେ । *କଟକଣା ନମାନି ବାହାରେ ବୁଲୁଥିବା ବ୍ୟକ୍ତିଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ |