Odia News Portal
Browsing Tag

swadhikar news

ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ

ଭୁବନେଶ୍ୱର: ଆଜି ଅପରାହ୍ଣରେ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ତେବେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ଆଜି କି ବାର୍ତ୍ତା ଦେବେ ତା ଉପରେ ରହିଛି ସମସ୍ତଙ୍କ ନଜର । ରାଜ୍ୟରେ ଲଗାତାର ବଢାଚାଲିଛି କରୋନା ସଂକ୍ରମଣ । କରୋନା ସଂପର୍କରେ ମୁଖ୍ୟମନ୍ତ୍ରୀ…

ସଂକ୍ରମଣ ବୃଦ୍ଧିକୁ ଦେଖି ଘରମୁହାଁ ପ୍ରବାସୀ ଶ୍ରମିକ

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବୃଦ୍ଧି ପାଇ ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ଆଜି ଗୋଟିଏ ଦିନରେ ସଂକ୍ରମିତଙ୍କ ସଂଖ୍ୟା ୧୨୮୨ରେ ପହଞ୍ଚି ଥିବା ସମୟରେ ରାଜ୍ୟରେ ନାଇଟ କର୍ଫ୍ୟୁ ଓ ସାପ୍ତାହିକ ଲକ୍‌ଡାଉନ୍‌ ପରି କଟକଣା ଆରମ୍ଭ ହୋଇଯାଇଛି। ତେବେ ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ପ୍ରବାସୀ…

ମୁଁ ହିମ୍ମତ ହାରି ନଥିଲି: ମିନୁ ମାନହାସ

ଛତିଶଗଡ଼: ମାଓବାଦୀଙ୍କ କବଳରୁ ଅପହୃତ ଯବାନ ରାକେଶ୍ୱର ସିଂହ ମାନହାସ ମୁକୁଳିବା ପରେ ପରିବାରେ ଖେଳିଯାଇଛି ଖୁସିର ଲହରୀ | ରାକେଶ୍ୱରଙ୍କ ମୁକ୍ତି ଖବର ପାଇବା ପରେ ସ୍ତ୍ରୀ ମିନୁ ମାନହାସ ନିଜ ପ୍ରତିକ୍ରିୟାରେ କହିଛନ୍ତି | ଆଜି ତାଙ୍କ ଜୀବନର ସବୁଠୁ ଖୁସିର ଦିନ | ମୁଁ ହିମ୍ମତ ହରାଇ ନଥିଲି…

ମାଓ କବଳରୁ ମୁକୁଳିଲେ ଅପହୃତ ଯବାନ ରାକେଶ୍ୱର

ଛତିଶଗଡ଼: ଶେଷରେ ମାଓବାଦୀଙ୍କ କବଳରୁ ମୁକୁଳିଲେ ଅପହୃତ ଯବାନ ରାକେଶ୍ୱର। କୋବ୍ରା ଯବାନ ରାକେଶ୍ୱର ସିଂହ ମନହାସଙ୍କୁ ନକ୍ସଲ ଛାଡିଥିବା ସୂଚନା ମିଳିଛି। ବିଜାପୁର ନକ୍ସଲ ଆକ୍ରମଣ ପରେ ଏପ୍ରିଲ ୩ରୁ ଅପହୃତ ହୋଇଥିଲେ ଯବାନ ରାକେଶ୍ୱର ସିଂହ ମନହାସ | ମାଓବାଦୀଙ୍କ କବଳରୁ ମୁକ୍ତ ହୋଇଥିବା ନେଇ…