Odia News Portal
Browsing Tag

swadhikar news

କରୋନା କଟକଣା ଭିତରେ ଗଡ଼ିବ ପାସେଞ୍ଜର/ମେମୁ ଟ୍ରେନ୍‌

ଭୁବନେଶ୍ବର: କରୋନା କଟକଣା ମଧ୍ୟରେ ଆସିଲା ଯାତ୍ରୀଙ୍କ ପାଇଁ ଖୁସି ଖବର। ପାସେଞ୍ଜର/ମେମୁ ଟ୍ରେନ୍‌ ଚଳାଚଳ ହେଉ ନ ଥିବାରୁ ଯାତ୍ରୀ ହଇରାଣ ହେଉଥିବା ନେଇ ଖବର ପ୍ରକାଶ ପାଇବା ପରେ ପୂର୍ବତଟ ରେଳପଥ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ।ଭୁବନେଶ୍ୱର-କେନ୍ଦୁଝରଗଡ଼-ଭୁବନେଶ୍ବର ଓ…

ଶ୍ରୀମନ୍ଦିରକୁ ପୁଣି ଫେରିପାରେ ଦର୍ଶନ କଟକଣା!

ପୁରୀ: ଶ୍ରୀମନ୍ଦିରକୁ ପୁଣି ଫେରିପାରେ ରବିବାରିଆ ଦର୍ଶନ କଟକଣା ।ତେବେ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକରେ ଏହି ପ୍ରସଙ୍ଗରେ ବିସ୍ତୃତ ଆଲୋଚନା ହୋଇଛି । ଆଗାମୀ ସପ୍ତାହରୁ ଲାଗିପାରେ ଏହି କଟକଣା । ଶ୍ରୀମନ୍ଦିର ପ୍ରଶାସନ ଦିନ ସ୍ପଷ୍ଟ କରିନଥିଲେ ମଧ୍ୟ କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି…

ଖରାଦିନେ ତ୍ଵଚାର ସୁରକ୍ଷା ପାଇଁ ଆପଣାନ୍ତୁ ଏହି ସବୁ ଉପାୟ…

ଭୁବନେଶ୍ବର: ଖରାଦିନେ ଚେହେରାରେ ଚମକ ଆଣିବା ପାଇଁ ଆପଣ ଅନେକ କିଛି କରିବା ସହିତ ବେଳେବେଳେ ମହଙ୍ଗା ପ୍ରଡକ୍ଟସ ମଧ୍ୟ ବ୍ୟବହାର କରିଥାନ୍ତି । ଯାହାକି ଚେହେରାକୁ ଅଧିକରୁ ଅଧିକ ଖରାପ କରିଥାଏ । ଏଥିପାଇଁ ଚେହେରାରେ ପ୍ରାକୃତିକ ସୌନ୍ଦର୍ଯ୍ୟ ଆଣିବା ପାଇଁ ଆୟୁର୍ବେଦିକ ଉପଚାର ସବୁଠାରୁ ବେଷ୍ଟ…

ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଛାଡିବାକୁ ନାରାଜ କର୍ମଚାରୀ

ଭୁବନେଶ୍ୱର: ଚାକିରିରେ ଯୋଗଦେବା ଦିନଠାରୁ ଗୋଟିଏ ସ୍ଥାନରେ କାମ କରୁଛନ୍ତି । କାହାର ୨୫ ବର୍ଷ ତ ଆଉ କାହାର ୩୦ବର୍ଷ । ପ୍ରଥମ ଶ୍ରେଣୀ ପାହ୍ୟାର ଅଫିସରଙ୍କ ଠାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ୧୨୦ଜଣ କର୍ମଚାରୀ କେହିହେଲେ ଦପ୍ତର ଛାଡିଯିବାକୁ ନାରାଜ । ଯେତେ ଅଭିଯୋଗ ଆସିଲେ ବି ସରକାର…

୧୦ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟରେ ୧୦ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଗତକାଲି ସୋମବାର ବସିଥିଲା ରାଜ୍ୟ କ୍ୟାବିନେଟ୍ ବୈଠକ । ଆଜି ବିଧାନସଭାରେ ଏ ନେଇ ସୂଚନା ଦେଇଛନ୍ତି ସଂସ୍କୃତି ମନ୍ତ୍ରୀ । ଗ୍ରୀଡକୋ ଋଣ ଟଙ୍କାର ବ୍ୟାଙ୍କ ଗ୍ୟାରେଣ୍ଟି ସମୟ ୭ ବର୍ଷକୁ ବୃଦ୍ଧି କରାଯାଇଛି ।…

ମିଥୁନଙ୍କୁ ଟିକେଟ ଦେଲାନି ବିଜେପି

କୋଲକାତା: ଭାରତୀୟ ଜନତା ପାର୍ଟି (ବିଜେପି)ରେ ଯୋଗଦେବାର କିଛି ଦିନ ପରେ ଗତକାଲି ବଲିଉଡ ଅଭିନେତା ମିଥୁନ ଚକ୍ରବର୍ତ୍ତୀ କୋଲକାତାର ଭୋଟର ଭାବେ ତାଙ୍କର ନାମ ପଞ୍ଜୀକରଣ କରିଥିଲେ। ପୂର୍ବରୁ ମୁମ୍ବାଇର ଭୋଟର ଥିବା ଏହି ଅଭିନେତା ନିଜକୁ କାଶୀପୁର- ବେଲଗାଛିଆର ଭୋଟର ଭାବରେ ପଞ୍ଜୀକୃତ…

ବିଧାନସଭାରେ ଗାନ୍ଧୀଙ୍କ ଚର୍ଚ୍ଚା: ପ୍ରଦୀପ୍ତଙ୍କ ବିବୃତିରେ ୩ ମୁଖ୍ୟ ପ୍ରସଙ୍ଗ

ଭୁବନେଶ୍ବର: ମହାତ୍ମା ଗାନ୍ଧୀ ଓଡ଼ିଶା ଆସିବାର ୧୦୦ ବର୍ଷ ପୂର୍ତ୍ତି ଅବସରରେ ଆଜି ବିଧାନସଭାରେ ଗାନ୍ଧୀଙ୍କ ଚର୍ଚ୍ଚା ହୋଇଥିଲା । ମହାତ୍ମା ଗାନ୍ଧୀ ଓଡ଼ିଶା ଆସିବା ଅବସରରେ ଇତିହାସରେ କ’ଣ ଘଟିଥିଲା ତାକୁ ଉପସ୍ଥାପନ କରିବା ଯେତିକି ଜରୁରୀ,ତାଙ୍କ ନୀତି ଓ ବିଚାରକୁ ଆମେ କେତେ ଦୂର ପାଳନ…