Odia News Portal
Browsing Tag

swadhikar news

ରାଜ୍ୟରେ ୨୪ ଘଣ୍ଟାରେ ୧୧୩ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୩ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୯୦୭୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…

ପିପିଲି ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲ

ପିପିଲି: ପିପିଲି ଉପନିର୍ବାଚନ ପାଇଁ ମଙ୍ଗଳବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ । ଏହାସହ ଆରମ୍ଭ ହେବ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା । ଏଥିପାଇଁ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ପ୍ରାର୍ଥୀ ଚୟନକୁ ନେଇ କଳ୍ପନା ଜଳ୍ପନା ଆରମ୍ଭ କରିଦେଇଛନ୍ତି ।…

ଆମେରିକାରେ ଗୁଳିକାଣ୍ଡ, ୧୦ ମୃତ

ଆମେରିକା: ଆମେରିକାର କଲରାଡୋ ସୁପର ମାର୍କେଟରେ ଭୟଙ୍କର ଗୁଳିକାଣ୍ଡ । ଜଣେ ସନ୍ଦିଗ୍ଧ ବ୍ୟକ୍ତି ଦ୍ୱାରା ହୋଇଥିବା ଗୁଳିକାଣ୍ଡ ଯୋଗୁଁ ଜଣେ ପୋଲିସ ଅଧିକାରୀଙ୍କ ସମେତ ୧୦ ଜଣଙ୍କର ଘାଟ ସ୍ଥଳରେ ମୃତ୍ୟୁ ହୋଇଛି । ଗୁଳିକାଣ୍ଡ ଘଟଣାରେ ସଂପୃକ୍ତ ଜଣେ ସନ୍ଧିଗ୍ଧକୁ ପୋଲିସ ହେପାଜତକୁ…

ବଢୁଛି ଋଣ ଭାର

ଭୁବନେଶ୍ୱର : ୨୦୨୦-୨୧ ଆର୍ଥିକ ବର୍ଷ ଶେଷ ସୁଦ୍ଧା ରାଜ୍ୟର ଋଣଭାର ୧ ଲକ୍ଷ ୩ ହଜାର ୪୧୦ କୋଟି ଟଙ୍କା ରହିଛି । ଯେଉଁଥିରେ ରହିଛି ୬ ହଜାର ୩୪୭ କୋଟି ଟଙ୍କା ବୈଦେଶିକ ଋଣ । ସେହିପରି ନାବାର୍ଡ ଠାରୁ ରାଜ୍ୟ ସରକାର ୧୫ ହଜାର ୬୨୩ କୋଟି ଟଙ୍କାର ଋଣ ଆଣିଛନ୍ତି । ୫୩, ୩୮୫ କୋଟି ଟଙ୍କା…

ଶୁଟିଂ ବିଶ୍ୱକପ : ଭାରତକୁ ୩ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨ା୩(ଏଜେନ୍ସି): ସୋମବାର ଦିନ ନୂଆଦିଲ୍ଲୀରେ ଚାଲିଥିବା ଆଇଏସଏସଏଫ ଶୁଟିଂ ବିଶ୍ୱକପରେ ମୀରଜ ଖାନ, ଅଙ୍ଗଦ ବାଜୱା ଏବଂ ଗୁରୁଜୋତ ଖଙ୍ଗୁରାଙ୍କୁ ନେଇ ଗଠିତ ଭାରତୀୟ ପୁରୁଷ ସ୍କିଟ୍ ଦଳ ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ଭାରତୀୟ ଦଳ ଫାଇନାଲରେ କାତାରକୁ -୨-୨ରେ ପରାସ୍ତ କରି ଦେଶ ପାଇଁ…

ଗାନ୍ଧୀଙ୍କୁ ଅନୁସରଣ କରନ୍ତୁ ଯୁବ ସ୍ୱେଚ୍ଛାସେବୀ: ଅରୁଣ

ଭୁବନେଶ୍ୱର: ଭାରତବର୍ଷର ବୃହତ ଯୁବଶକ୍ତିକୁ ଦେଶ ଗଠନରେ ନିୟୋଜିତ କରିବାକୁ ହେଲେ ସେମାନଙ୍କ ମଧ୍ୟରେ ଭ୍ରାତୃତ୍ୱବୋଧ, ଜାତୀୟତା ଭାବ ଓ ସମାଜସେବା ଆଦି ଗୁଣର ବିକାଶ କରିବାକୁ ପଡ଼ିବା ସମାଜସେବା ମାଧ୍ୟମରେ ସମାଜରେ ପରିବର୍ତ୍ତନ ଓ ଉନ୍ନତି ଆଣିପାରିଲେ ଜାତୀୟ ସେବା ଯୋଜନା ଗଠନର ଲକ୍ଷ୍ୟ ସାଧିତ…