ସର୍ଚ୍ଚ ଅପରେସନର ଆଗ ଧାଡିରେ ଓଡ଼ିଆ ପୁଅ
ପ୍ରତିଶୋଧ ନେଲା ଭାରତ । ଏପ୍ରିଲ ୨୨ ତାରିଖରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ କାଲି ମଧ୍ୟରାତ୍ରରେ ପ୍ରତିଶୋଧ ନେଇଛି । କାଲି ମଧ୍ୟରାତ୍ରରେ ଭାରତୀୟ ସେନା ପାକ୍ ଅଧିକୃତ କାଶ୍ମୀର ଓ ପାକିସ୍ତାନର କିଛି ଅଂଶରେ ପ୍ରବେଶ କରି ଆତଙ୍କୀ କ୍ୟାମ୍ପକୁ ଧ୍ବଂସ କରିଛି ।!-->…