କଡ଼ାକଡ଼ି ହେବ କୋଭିଡ୍ କଟକଣା: ଏସ୍ଆର୍ସି
ଭୁବନେଶ୍ୱର: ରାଜ୍ୟରେ କଡ଼ାକଡ଼ି ହେବ କୋଭିଡ୍ ଗାଇଡ୍ ଲାଇନ୍। ଏ ନେଇ ରାଜ୍ୟର ସମସ୍ତ ଜିଲ୍ଲାପାଳ, ପୌର କମିଶନର ଏବଂ ଏସ୍ପିଙ୍କୁ ନିର୍ଦ୍ଦେଶ ଦେଲେ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍ଆର୍ସି) ପ୍ରଦୀପ ଜେନା । ଦେଶର ବିଭିନ୍ନ ରାଜ୍ୟରେ କରୋନାର ନୂଆ ଷ୍ଟ୍ରେନ୍ ଧୀରେ ଧୀରେ ବ୍ୟାପିବା!-->…