Odia News Portal
Browsing Tag

swadhikar news

ବାଇ-ଲ’ ପ୍ରତ୍ୟାହାର କରୁ କେନ୍ଦ୍ର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବାଇ-ଲ’ ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଟ୍ୱିଟ । ଅନନ୍ତବାସୁଦେବ ଓ ବ୍ରହ୍ମେଶ୍ୱର ମନ୍ଦିରରୁ କେନ୍ଦ୍ର ପ୍ରସ୍ତାବିତ ବାଇ-ଲ’କୁ ତୁରନ୍ତ ପ୍ରତ୍ୟାହାର କରୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ସମ୍ବେଦନଶୀଳ ଧାର୍ମିକ ପ୍ରସଙ୍ଗରେ କେନ୍ଦ୍ରୀୟ ସଂସ୍ଥା କୌଣସି…

ନକ୍ସଲଙ୍କ ବିସ୍ପୋରଣ ଯୋଜନା ପଣ୍ଡ

ଝାଡ଼ଖଣ୍ଡ: ନକ୍ସଲଙ୍କ ବିସ୍ପୋରଣ ଯୋଜନା ପଣ୍ଡ । ଶକ୍ତିଶାଳୀ ଲ୍ୟାଣ୍ଡମାଇନକୁ ନିଷ୍କ୍ରିୟ କଲେ ଯବାନ । ଝାଡ଼ଖଣ୍ଡ ସିଂହଭୂମ ଜିଲ୍ଲା ଚାଇବାସା-ଗୋଇଲକେରା ରାସ୍ତାରେ ଯବାନଙ୍କୁ ଟାର୍ଗେଟ କରି ଏହି ନବନିର୍ମିତ ସଡ଼କ ଉପରେ ବିସ୍ଫୋରକ ଖଞ୍ଜି ଥିଲେ ମାଓବାଦୀ । ପ୍ରତିଦିନ ଏହି ରାସ୍ତା ଦେଇ କମ୍ବିଂ…

ଚାଷୀଙ୍କୁ ମିଳିବ ‘କାଳିଆ’ ତୃତୀୟ କିସ୍ତି

ତୃତୀୟ କିସ୍ତିରେ ମିଳିବ ‘କାଳିଆ’ ଟଙ୍କା । ୫୩ ଲକ୍ଷରୁ ଅଧିକ ଚାଷୀଙ୍କୁ ଡିବିଟି ଜରିଆରେ ଦିଆଯିବ କାଳିଆ ଟଙ୍କା । କ୍ଷୁଦ୍ର ଓ ନାମମାତ୍ର ଚାଷୀ , ଭୂମିହୀନ ଚାଷୀ ପରିବାରକୁ ୨୦୨୦-୨୧ର କାଳିଆ ସହାୟତା ପ୍ରଦାନ କରାଯିବ । ଆଜି ଅପରାହ୍ନ ୫ଟାରେ ଆନୁଷ୍ଠାନିକ ଭାବେ ଏହାର ଘୋଷଣା କରିବେ…

କୋଟିଆ ମାମଲା: ଆନ୍ଧ୍ରକୁ ଜବାବ୍ ତଲବ ନୋଟିସ

କୋରାପୁଟ: ସୁପ୍ରିମକୋର୍ଟରେ କୋଟିଆ ମାମଲାର ଶୁଣାଣି | କୋଟିଆରେ ଆନ୍ଧ୍ରର ପଞ୍ଚାୟତ ନିର୍ବାଚନ ପ୍ରସଙ୍ଗରେ ଶୁକ୍ରବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । ଓଡ଼ିଶାର ଆବେଦନ ଉପରେ ପ୍ରତିପକ୍ଷ ଆନ୍ଧ୍ରକୁ ଜବାବ ତଲବ ନୋଟିସ ହୋଇଛି ।ଆସନ୍ତା ଶୁକ୍ରବାର ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ…

ମହିଳାଙ୍କୁ ମାରି ଖାଇଲା ବାଘ

ନୂଆପଡ଼ା: ନୂଆପଡ଼ା ଜିଲ୍ଲାରେ ପୁଣି ଖେଳିଛି ବାଘ ଆତଙ୍କ । ଜଙ୍ଗଲକୁ କାଜୁ ତୋଳି ଯାଇଥିବା ମହିଳାଙ୍କୁ ମାରି ଖାଇଲା ବାଘ । ମହିଳାଙ୍କ ମୃତଦେହ ଜଙ୍ଗଲରେ ପଡ଼ିଥିବା ବେଳେ ବାଘ ଭୟରେ ମୃତଦେହ ଆଣିପାରିନାହାନ୍ତି ପରିବାର ଲୋକ । ବନବିଭାଗ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିନଥିବା ଅଭିଯୋଗ ହୋଇଛି ।…

ବିଜେଡି ନିଷ୍ପତ୍ତି ଉପରେ ବିରୋଧୀ ଦଳର ନଜର

 ଭୁବନେଶ୍ୱର : ପିପିଲି ଉପନିର୍ବାଚନକୁ ସମ୍ମାନ ରକ୍ଷା ଭାବେ ଲଢିବାକୁ ଯାଉଥିବା ବିଜେପି ଓ କଂଗ୍ରେସ ପ୍ରାର୍ଥୀଚୟନ ନେଇ ନିଜର ପତ୍ତା ଖୋଲୁନାହିଁ । ଉଭୟ ବିରୋଧିଦଳ ଏବେ ବିଜେଡି ସମେତ ମହାରଥୀ ପରିବାର ଉପରେ ତୀକ୍ଷ୍ଣ ନଜର ରଖିଥିବାବେଳେ ବିଜେଡି ବି କିଛି ସ୍ପଷ୍ଟ କରୁନାହିଁ । ତେଣୁ କୌଣସି…

ମିଳିଲା ମୁଣ୍ଡବିହୀନ ମହିଳାଙ୍କ ପରିଚୟ…

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠରୁ ଅନ୍ଧାରୁଆରୁ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ଏବେ ପୋଲିସକୁ ମୃତ ମହିଳାଙ୍କ ପରିଚୟ ମିଳିଛି। ମହିଳାଙ୍କ ଡିଜିଟାଲ୍ ଫିଙ୍ଗର ପ୍ରିଣ୍ଟରୁ ପରିଚୟ ମିଳିଛି । ମୃତ ମହିଳା ଭୁବନେଶ୍ୱରର ବୋଲି ଜଣାପଡିଛି । ଖୁବଶୀଘ୍ର ସମସ୍ତ ତଥ୍ୟ କମିଶନରେଟ୍‌ ପୋଲିସ…

ଉଦ୍‌ଘାଟନ ହେବ ହିଞ୍ଜିଳିକାଟୁର ବହୁ ପ୍ରକଳ୍ପ

ହିଞ୍ଜିଳିକାଟୁ: ଗଞ୍ଜାମର ହିଞ୍ଜିଳିକାଟୁରେ ଆଜି ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ସନ୍ଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ଜରିଆରେ ପ୍ରକଳ୍ପର ଉଦଘାଟନ କରିବେ। ମୁଖ୍ୟମନ୍ତ୍ରୀ ୩ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା…

କଲର ନୁହେଁ କଣ୍ଟେଣ୍ଟ ଉପରେ ହେଉ ଚର୍ଚ୍ଚା

ନୂଆଦିଲ୍ଲୀ: ଲୋକସଭାରେ କଂଗ୍ରେସକୁ ମୋଦିଙ୍କ ଟାର୍ଗେଟ | ନୂଆ କୃଷି ଆଇନ୍‌ ସମ୍ବନ୍ଧରେ କହିବା ସହ କଂଗ୍ରେସ ଉପରେ ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ । ସେ କହିଛନ୍ତି, କରୋନା କାଳରେ ୩ କୃଷି ଆଇନ୍‌ ଆସିଛି। କୃଷି କ୍ଷେତ୍ରରେ ସୁଧାର ପାଇଁ ନୂଆ ଆଇନ୍‌ର ଆବଶ୍ୟକତା ରହିଛି। ଦୀର୍ଘ ବର୍ଷ ହେଲା…

ଏଣିକି ଆପ୍‌ରେ ମିଳିବ ଲର୍ଣ୍ଣିଂ ଲାଇସେନ୍ସ

ଭୁବନେଶ୍ୱର: ଏଣିକି ଅନଲାଇନରେ ହେବ ସବୁ କାଗଜପତ୍ର କାମ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆଜି ପରିବହନ ସେବା ସମ୍ପର୍କିତ ୯ ଗୋଟି ଅନଲାଇନ୍ ସେବାର ଶୁଭାରମ୍ଭ । ରାଜ୍ୟ ସରକାରଙ୍କ 5T କାର୍ଯ୍ୟକ୍ରମ ଅଧୀନରେ ଏହା କାର୍ଯ୍ୟ କରିବ । ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଲର୍ଣ୍ଣର୍ସ…