Odia News Portal
Browsing Tag

swadhikar news

ନୃସିଂହନାଥ ମନ୍ଦିରର ବିକାଶ ସମୀକ୍ଷା

ବରଗଡ଼: ବରଗଡ଼ ଓ ବଲାଙ୍ଗୀର ଗସ୍ତରେ 5t ସଚିବ ଭିକେ ପାଣ୍ଡିଆନ୍ | ଆଜି ବରଗଡ଼ ଜିଲ୍ଲା ଗସ୍ତ କରିବେ 5t ସଚିବ | ଫୋକସ୍‌ରେ ଅଛି ପଶ୍ଚିମ ଓଡ଼ିଶା । ପାଇକମାଲରେ ନୃସିଂହନାଥ ମନ୍ଦିର ପରିଦର୍ଶନ ସହ ଉନ୍ନତି କାର୍ଯ୍ୟର ସମୀକ୍ଷା କରୁଛନ୍ତି । ବରଗଡ ସତିଭଟା ଏୟାରଷ୍ଟ୍ରିପରେ ପହଞ୍ଚିବା…

ହାତୀ ଆକ୍ରମଣରେ ବୃଦ୍ଧ ଗୁରୁତର

ଅନୁଗୋଳ: ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ତଳମୂଳ ପଞ୍ଚାୟତ ଶିମିଳିଛୁଇଁ ଗ୍ରାମରେ ହାତୀ ଆକ୍ରମଣ। ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର। ସୂଚନା ଅନୁଯାୟୀ, ଶିମିଳିଛୁଇଁ ଗ୍ରାମର ଉତ୍ତମ ଦାସ ବନ କର୍ମଚାରୀଙ୍କ ଉପସ୍ଥିତିରେ ହାତୀ ଆଡକୁ ଚାଲି ଯାଇଥିଲେ। ବନ କର୍ମଚାରୀ ବାରଣ କରିବା…

ଶବକୁ ବୋହି ମାନବିକତା ଦେଖାଇଲେ ଶିରିଷା

ଶ୍ରୀକାକୁଲମ: ଅଜଣା ବୃଦ୍ଧଙ୍କର ଶବକୁ ବୋହିଲେ ମହିଳା ସବ୍ ଇନ୍ସପେକ୍ଟର କେ. ଶିରିଷା। ଓଡିଶାର ଗଜପତି ଜିଲ୍ଲାକୁ ଲାଗି ରହିଥିବା ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲ୍ଲା କାଶିବୁଗା(ପଲାସା) ଥାନାର ମହିଳା ସବ୍ ଇନ୍ସପେକ୍ଟର ହେଉଛନ୍ତି କେ.ଶିରିଷା । ଏହି ଥାନା ଅନ୍ତର୍ଗତ ଅଡାବି କତ୍ତୁରୁ…

ଝରାଫୁଲ ମର୍ଡର: ସିନ୍‌ ରିକ୍ରିଏସନ କଲା ରାକେଶ

ଯାଜପୁର: ମୃତଦେହ ଫୋପାଡିଥିବା ସ୍ଥାନକୁ ଚିହ୍ନଟ କଲା ଅଭିଯୁକ୍ତ ରାକେଶ । କୁଆଖିଆ ଥାନା ଦିଆଲଖଣ୍ଡି ଅଞ୍ଚଳରେ ଯେଉଁଠାରୁ ଝରାଫୁଲଙ୍କ ମୃତଦେହ ମିଳିଥିଲା ସେଠାକୁ ରାକେଶକୁ ନିଆଯାଇ ମୃତଦେହ ମିଳିଥିବା ସ୍ଥାନକୁ ଚିହ୍ନଟ କରାଯାଇଛି । ଏଥିସହ ରାକେଶକୁ ଘଟଣାସ୍ଥଳକୁ ନେଇ ସିନ୍‌ ରିକ୍ରିଏସନ…

ହାଡ଼ଭଙ୍ଗା ଜାଡ: ୧୦ଟି ସ୍ଥାନରେ ୧୦ ଡ଼ିଗ୍ରୀ ତଳେ ତାପମାତ୍ରା

ଭୁବନେଶ୍ୱର: ରାଜ୍ୟର ୧୦ଟି ସ୍ଥାନରେ ୧୦ ଡ଼ିଗ୍ରୀ ତଳେ ତାପମାତ୍ରା । ଫୁଲବାଣୀ ଏବଂ କନ୍ଧମାଳରେ ୪ ଦଶମିକ ୫ଡିଗ୍ରୀ ରାତି ତାପମାତ୍ରା ରେକର୍ଡ଼ କରାଯାଇ ଥିବା ସମୟରେ ଦାରିଙ୍ଗବାଡ଼ିରେ ୭ ଦଶମିକ ୫, ବଲାଙ୍ଗୀରରେ ୭ ଦଶମିକ ୮, ଅନୁଗୁଳରେ ୯ ଦଶମିକ ୬, ବାରିପଦାରେ ୯ ଦଶମିକ ୬,…

ଝରାଫୁଲ ମର୍ଡର: ରାକେଶକୁ ଜୋରଦାର ଜେରା

ଯାଜପୁର: ବହୁଚର୍ଚ୍ଚିତ ଝରାଫୁଲ ମୃତ୍ୟୁ ମାମଲାରେ ମୁଖ୍ୟ ଅଭିଯୁକ୍ତ ରାକେଶ ସ୍ୱାଇଁକୁ ଜୋରଦାର ଜେରା କରୁଛି ପୋଲିସ । ଯାଜପୁର କୁଆଖିଆ ଥାନାରେ ରାକେଶକୁ ପଚରାଉଚରା ଜାରି ରଖିଛି ପୋଲିସ। ୨୬ ତାରିଖ ରାତିରେ ଝରାଫୁଲ ସହିତ କ’ଣ ହୋଇଥିଲା ଏନେଇ ରାକେଶକୁ ନିକଟରୁ ସତ ଓଗାଳୁଛନ୍ତି ଏସଡିପିଓ…

ଜିଲ୍ଲାକୁ ଜିଲ୍ଲା ଡେଉଁଛି ନକଲି କାରବାର

ଅନୁଗୁଳ: ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ତଳମୂଳ ପାଟଣା ଗ୍ରାମର ଚବିଶ ସାହୁ (୪୦)ଙ୍କର ଥିବା ଅଟାକଳ ଉପରେ ଗତକାଲି ଅପରାହ୍ନରେ ଜିଲ୍ଲା ସ୍ୱତନ୍ତ୍ର ସ୍କ୍ୱାର୍ଡ ଅତିରିକ୍ତ ଚଢ଼ାଉ | ଅଟାକଳରେ ବିଭିନ୍ନ ବ୍ରାଣ୍ଡର ଅପମିଶ୍ରଣ ହୋଇ ତିଆରି ହେଉଥିବା ଅଟା ଓ ହଳଦୀ ଜବତ କରି ଚବିଶ…

ଯୌନ କେଳେଙ୍କାରୀ: ବନ୍ଧା ହେଲେ ପ୍ରଶିକ୍ଷିକା

ଭୁବନେଶ୍ୱର: ରାଜଧାନୀର ଭିନ୍ନକ୍ଷମ ତାଲିମ କେନ୍ଦ୍ରରେ ସେକ୍ସ ରାକେଟ୍‌ ଘଟଣାରେ ମହିଳା ପ୍ରଶିକ୍ଷକ ମଧୁମଞ୍ଜରୀ ଧଳଙ୍କୁ ଗିରଫ କରିଛି ପୋଲିସ । ଭିନ୍ନକ୍ଷମଙ୍କୁ ଯୌନ ନିର୍ଯାତନା ମାମଲାରେ ବନ୍ଧା ହେଲା ସୁରେଶ ବେହେରାର ମୁଖ୍ୟ ସହଯୋଗୀ ମଧୁମଞ୍ଜରୀ ଧଳ । ଭୁବନେଶ୍ୱର ଏୟାରପୋର୍ଟ…

କୋଟପାଡ଼ ଦୁର୍ଘଟଣା: ପ୍ରଧାନମନ୍ତ୍ରୀଙ୍କ ଅନୁକମ୍ପା ରାଶି ଘୋଷଣା

କୋରାପୁଟ: ଜୟପୁର ସ୍ଥିତ କୋଟପାଡ଼ ଥାନା ଏନଏଚ୍-୩୨୬ର ସିନ୍ଧି ଗାଁ ମୂର୍ତ୍ତାହାଣ୍ଡିଠାରେ ଘଟିଥିବା ସଡ଼କ ଦୁର୍ଘଟଣାରେ ଗତକାଲି ୯ ଜଣଙ୍କର ମୃତ୍ୟୁ ହୋଇଥିଲା। କୋରାପୁଟ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏହି…

୧୮ରୁ ରାଜ୍ୟ ବଜେଟ୍ ଅଧିବେଶନ

ଭୁବନେଶ୍ୱର: ଫେବୃୟାରୀ ୧୮ ଆରମ୍ଭ ହେବାକୁ ଯାଉଛି ବଜେଟ ଅଧିବେଶନ । ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ଆଣିବେ ବଜେଟ୍ । ବିଧାନସଭାରେ ଫେବୃଆରୀ ୧୮ ରୁ ଏପ୍ରିଲ ୯ ପର୍ଯ୍ୟନ୍ତ ଚାଲିବ ଏହି ବଜେଟ ଅଧିବେଶନ । ପ୍ରଥମ ଦିନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ବିଧାନସଭାରେ ନିଜର…