Odia News Portal
Browsing Tag

swadhikar news

ନିର୍ମାଣଧୀନ ବ୍ରିଜ୍ ଭୁଶୁଡି ଜଣେ ମୃତ

ଉମରକୋଟ: ନିର୍ମାଣଧୀନ ବ୍ରିଜ୍ ଭୁଶୁଡି ଜଣେ ମୃତ ଏବଂ ୩ ଗୁରୁତର।  ଶ୍ରମିକଙ୍କୁ ଉମରକୋଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବଡକୁମାରୀ ବ୍ଳକ ଅନ୍ତର୍ଗତ ତାଲାପଦର ବ୍ରିଜ କାର୍ଯ୍ୟ ଚାଲୁଥିବା ବେଳେ ଏଭଳି ଅଭାବନୀୟ ଘଟଣା ଘଟିଛି।ତେବେ ୩ ଜଣ ଗୁରୁତର ପୁରୀ ଜିଲ୍ଲାର ବୋଲି ସୂଚନା ମିଳିଛି। …

ସ୍କୁଲ ଫି ହ୍ରାସ ମାମଲାର ରାୟ ପ୍ରକାଶ

ଭୁବନେଶ୍ବର: ଘରୋଇ ସ୍କୁଲ ଫି ହ୍ରାସ କରିବା ନେଇ ହାଇକୋର୍ଟରେ ହୋଇଥିବା ମାମଲାର ରବିବାର ରାୟ ପ୍ରକାଶ ପାଇଛି । ରାୟରେ ହାଇକୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ସ୍କୁଲ ଫି ହ୍ରାସ ପାଇଁ ହୋଇଥିବା ଏମଓୟୁକୁ ସ୍କୁଲଗୁଡିକ ପାଇଁ ଲାଗୁ କରିଯାଇପାରେ । ୧୪ଟି ବେସରକାରୀ ସ୍କୁଲ,ଗଣଶିକ୍ଷା ବିଭାଗ ଓ…

ଅଫୁଟା ଲ୍ୟାଣ୍ଡ୍‌ମାଇନ୍‌ ଜବତ

ଚିତ୍ରକୋଣ୍ଡା: ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ବ୍ଲକ୍‌ ଅନ୍ତର୍ଗତ ଗୋରାସେତୁ ନିକଟରେ ଥିବା ହାଣ୍ଡିଖାଲ ଜଙ୍ଗଲରୁ ‘ବିଏସ୍‌ଏଫ୍‌’ ଯବାନମାନେ ୫ କିଲୋ ଓଜନର ଅଫୁଟା ଲ୍ୟାଣ୍ଡ୍‌ମାଇନ୍‌ ଏବଂ ମାଓବାଦୀମାନେ ବ୍ୟବହାର କରୁଥିବା ଅନ୍ୟାନ୍ୟ ସାମଗ୍ରୀ ଉଦ୍ଧାର କରିଛନ୍ତି। ଉଦ୍ଧାର…

ସିଡନୀ ଟେଷ୍ଟରେ ଲଜ୍ଜାଜନକ ଘଟଣା

ସିଡନୀ: ସିଡନୀ ଟେଷ୍ଟରେ ଭାରତୀୟ ଖେଳାଳିଙ୍କୁ ଅପମାନ । ତୃତୀୟ ଦିନରେ ଭାରତୀୟ ଖେଳାଳିଙ୍କୁ ଜାତିଗତ ଟିପ୍ପଣୀ କରିଥିବା ଅଭିଯୋଗ ପରେ ଘଟଣା ଏବେ ଚର୍ଚ୍ଚା ସୃଷ୍ଟି କରିଛି । ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ସିଡନୀରେ ଖେଳା ଯାଉଥିବା ମ୍ୟାଚ୍‌ ସମୟରେ ଗ୍ୟାଲେରୀରେ ବସିଥିବା କିଛି ଦର୍ଶକ ଦୁଇ…

୨୧ରୁ ହଟିବ କୋଭିଡ ରିପୋର୍ଟ କଟକଣା

ପୁରୀ: ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ କୋହଳ ହେଲା କଟକଣା। ଆସନ୍ତା ୨୧ରୁ ଆଉ ଦରକାର ହେବନି କୋଭିଡ ନେଗେଟିଭ ରିପୋର୍ଟ । ଏଣିକି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆଉ ଆବଶ୍ୟକ ହେବନାହିଁ କୋଭିଡ ନେଗେଟିଭ୍ ରିପୋର୍ଟ । ବିନା କୋଭିଡ ନେଗେଟିଭ୍ ରିପୋର୍ଟରେ କାଳିଆ…

ଅନୁଗୁଳ ଗସ୍ତରେ କେନ୍ଦ୍ରମନ୍ତ୍ରୀ

ଅନୁଗୁଳ: ଜନ୍ମମାଟିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ|ଆଜି କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦିନିକିଆ ଅନୁଗୁଳ ଗସ୍ତ କରିଛନ୍ତି । ନିଜ ପୈତୃକ ଗାଁ ନାଲମରେ ପହଁଚିଛନ୍ତି କେନ୍ଦ୍ରମନ୍ତ୍ରୀ । ତାଙ୍କ ସହିତ ତାଙ୍କ ସମସ୍ତ ପରିବାର ସଦସ୍ୟ…

ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର: ଇଣ୍ଡୋନେସିଆ ଯାତ୍ରୀବାହୀ ବିମାନ ଧ୍ୱଂସ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହିତ ମୃତକଙ୍କ ପରିବାରଙ୍କୁ ସମବେଦନା ମଧ୍ୟ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଗତକାଲି ଇଣ୍ଡୋନେସିଆର ଶ୍ରୀବିଜୟା ଏୟାରଲାଇନ୍ସର ବୋଇଂ ୭୩୭-୫୦୦ ବିମାନଟି ନିଖୋଜ…

ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ ମୁଖ୍ୟମନ୍ତ୍ରୀ ?

ଭୁବନେଶ୍ୱର: ସମ୍ପତ୍ତିର ତାଲିକା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆର୍ଥିକ ବର୍ଷ ୨୦୧୯-୨୦୨୦ ପର୍ଯ୍ୟନ୍ତ ଏହି ତାଲିକା ସିଏମଓ ୱେବସାଇଟରେ ପ୍ରକାଶ ପାଇଛି । ମୁଖ୍ୟମନ୍ତ୍ରୀଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ତାଲିକା ଏଥିରେ ରହିଛି । ତଥ୍ୟ ଅନୁସାରେ, ଦିଲ୍ଲୀରେ ନବୀନ…

କହୁ କହୁ କହିଦେଲା କ୍ରାଇମ୍ ଷ୍ଟୋରି ….

ଭୁବନେଶ୍ୱର: ୬ ମାସ ତଳର ମର୍ଡର ମିଷ୍ଟ୍ରିର ପର୍ଦ୍ଦାଫାଶ । କହୁ କହୁ ସାଥି ଅନ୍ତେବାସୀଙ୍କ ନିକଟରେ ସତ କହିଦେଇଥିଲା ଅଭିଯୁକ୍ତ । ଜେଲର ଚାରିକାନ୍ଥ ଭିତରେ ନିଜ କଳା କାରନାମାର ପର୍ଦ୍ଦାଫାସ କରିଛି ନୟାପଲ୍ଲୀ ତୁଳସୀ ଦେଈ ହତ୍ୟାକାଣ୍ଡର ଅଭିଯୁକ୍ତ ।ପ୍ରେମିକାକୁ ଖୁସି କରିବାକୁ ଲୁଟ୍ କରି…

ଉଡ଼ାଣର ୪ମିନିଟ ପରେ ହଜିଲା ବିମାନ

ଇଣ୍ଡୋନେସିଆ: ଉଡ଼ାଣ କରିବାର ୪ମିନିଟ ପରେ ମଝି ଆକାଶରୁ ହଜିଲା ବିମାନ | ଇଣ୍ଡୋନେସିଆର ଶ୍ରୀୱିଜୟା ବିମାନ ଉଡ଼ାଣ କରିବାର ୪ମିନିଟ ପରେ ନିଖୋଜ ହୋଇଯାଇଥିବା ସୂଚନା ମିଳିଛି । ଉଡ଼ାଣର ୪ମିନିଟ ପରେ ପାଇଲଟଙ୍କ ସହ ଯୋଗାଯୋଗ ବିଚ୍ଛିନ୍ନ ହେବା ପରେ ଏବେ ବିମାନକୁ ଖୋଜିବା ଆରମ୍ଭ…