Odia News Portal
Browsing Tag

swadhikar news

ବିସିସିଆଇ ଅଧକ୍ଷ ସୌରଭ ଗାଙ୍ଗୁଲି ଅସୁସ୍ଥ

କୋଲକାତା: ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଅସୁସ୍ଥ | ବିସିସିଆଇ ଅଧ୍ୟକ୍ଷ ତଥା ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ହୃଦଘାତର ଶିକାର ହୋଇଥିବା ସୂଚନା ମିଳିଛି । ଛାତିରେ ଯନ୍ତ୍ରଣା ଅନୁଭବ କାରଣରୁ ତାଙ୍କୁ କୋଲକାତାର ଉଡଲ୍ୟାଣ୍ଡସ୍ ହସ୍ପିଟାଲରେ ଭର୍ତ୍ତି…

ରାଜ୍ୟରେ କରୋନା ନେଲା ଆଉ ୪ ମୁଣ୍ଡ

ଭୁବନେଶ୍ୱର: ରାଜ୍ୟରେ କରୋନା ନେଇଛି ଆଉ ୪ ଜଣଙ୍କର ଜୀବନ । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୮୦ରେ ପହଞ୍ଚିଯାଇଛି। ୪ ମୃତକଙ୍କ ମଧ୍ୟରେ ଭୁବନେଶ୍ୱରର ଜଣେ ୪୧ ବର୍ଷୀୟ ବ୍ୟକ୍ତି ଅଛନ୍ତି । ତାଙ୍କର…

ଦାୟିତ୍ୱ ନେଲେ ଜଷ୍ଟିସ ରଘୁନାଥ ବିଶ୍ୱାଳ

ଭୁବନେଶ୍ୱର: ରାଜ୍ୟ ପଛୁଆ ବର୍ଗ କମିଶନ ଭାବେ ଦାୟିତ୍ୱ ନେଲେ ଜଷ୍ଟିସ ରଘୁନାଥ ବିଶ୍ୱାଳ । କମିଶନଙ୍କ ସହ ତିନିଜଣ ସଦସ୍ୟ ଡକ୍ଟର ନବନୀତା ରଥ, ଡକ୍ଟର ମିତାଲୀ ଚିନ୍ନାରା ଓ ଡକ୍ଟର ପ୍ରସନ୍ନ କୁମାର ପାତ୍ର ମଧ୍ୟ ଦାୟିତ୍ୱ ଗ୍ରହଣ କରିଛନ୍ତି । ଓଡିଶା ରାଜ୍ୟ ପଛୁଆ ବର୍ଗ କମିଶନ ଆଇନ ୧୯୯୩…

ଦିଲ୍ଲୀରେ ଦୁଲୁକିବ କଳାହାଣ୍ଡିର ବଜାସାଲ

ନୂଆଦିଲ୍ଲୀ: ଦିଲ୍ଲୀର ରାଜପଥରେ ଦେଖିବାକୁ ମିଳିବ କଳାହାଣ୍ଡିର ବଜାସାଲ ନୃତ୍ୟ। ଚଳିତବର୍ଷ ସାଧାରଣତନ୍ତ୍ର ଦିବସରେ କଳାହାଣ୍ଡି ଜିଲ୍ଲା ବଜାସାଲ ନୃତ୍ୟଦଳ ଜାତୀୟ ପେରେଡ଼ରେ ଭାଗ ନେବା ପାଇଁ ମନୋନୀତ ହୋଇଛି । ନୂଆଦିଲ୍ଲୀ ସ୍ଥିତ ରାଜପଥ ଜାତୀୟ ପେରେଡ଼ରେ କଳାହାଣ୍ଡିର ବଜାସାଲ ଲୋକନୃତ୍ୟ…

ରାଜ୍ୟରେ ଆଉ ୨୫୧ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୧୧୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା…

ଝାରସୁଗୁଡ଼ାରୁ ମୁମ୍ବାଇ ଓ ବେଙ୍ଗାଲୁରୁକୁ ବିମାନ ବ୍ୟବସ୍ଥା

ଝାରସୁଗୁଡ଼ା: ଝାରସୁଗୁଡ଼ାର ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ମୁମ୍ବାଇ ଓ ବେଙ୍ଗାଲୁରୁକୁ ଉଡ଼ିବ ସ୍ପାଇସ୍‌ଜେଟ୍‌ ବିମାନ। ଜାନୁଆରୀରୁ ୧୨ ତାରିଖରୁ ସ୍ପାଇସ୍‌ଜେଟ୍ ଏହି ସେବା ଆରମ୍ଭ କରିବ। ଓଡ଼ିଶା ସରକାରଙ୍କ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଏହି ଘୋଷଣା କରାଯାଇଛି। ଶୁକ୍ରବାର ରାତିରେ…

ଲୋ ରିସ୍କ କୋଠା ପାଇଁ ଆବଶ୍ୟକ ନାହିଁ ଅନୁମତି

ଭୁବନେଶ୍ୱର: ଗୃହ ନିର୍ମାଣ ଅନୁମତି ପାଇଁ ଏବେ ଆଉ ଧାଇଁବାକୁ ପଡ଼ିବନି ବିଡିଏ କାର୍ଯ୍ୟାଳୟ । ନିଜ ଜମିର ଲେଆଉଟ୍ ଅନୁମତି ନେଇଥିବା ବ୍ୟକ୍ତି ସିଧା ଘର ନିର୍ମାଣ କରିପାରିବେ । ଲୋ ରିସ୍କ କୋଠା ପାଇଁ ଆଉ ବିଲଣ୍ଡିଂ ପ୍ଲାନ ମଂଜୁରୀର ଆବଶ୍ୟକତା ପଡିବ ନାହିଁ । ସର୍ବାଧିକ ୧୦ମିଟର ଉଚ୍ଚତା ଓ…

ଦେଶରେ କରୋନା ଟିକାର ଡ୍ରାଏ ରନ୍

ଭୁବନେଶ୍ୱର: ଆଜିଠାରୁ ଓଡ଼ିଶା ସମେତ ସାରା ଦେଶରେ ହେବ କରୋନା ଟିକାର ଡ୍ରାଏ ରନ୍ । ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଂଚଳରେ ଏହି ଡ୍ରାଏ ରନ୍ ହେବ । ପୂର୍ବରୁ ଦେଶର ୪ଟି ରାଜ୍ୟରେ ଟିକାର ଏହି ମକ୍ ଡ୍ରିଲ୍ ସଫଳ ହୋଇଥିବାବେଳେ ଆଜି ସାରା ଦେଶରେ ଡ୍ରାଏ ରନ୍ ହେବ । ଏଥିପାଇଁ ସମସ୍ତ…

ଡବଲ ହେଲମେଟ୍ ନପିନ୍ଧିଲେ ଗଣିବେ ଫାଇନ୍

ଭୁବନେଶ୍ୱର: କେବଳ ଚାଳକ ନୁହଁନ୍ତି ବାଇକ୍ ପଛରେ ବସୁଥିବା ଲୋକ ହେଲମେଟ୍ ପିନ୍ଧିବା ମଧ୍ୟ ବାଧ୍ୟତାମୂଳକ କରାଯାଇଛି । ହେଲମେଟ୍ ନ ପିନ୍ଧିଲେ ଗାଡିଚାଳକଙ୍କୁ ଫାଇନ୍ ଦେବାକୁ ପଡିବ । ସେହିଭଳି ଡି.ଏଲ ମଧ୍ୟ ବାତିଲ ହେବ । ଦୁର୍ଘଟଣା କମାଇବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି ।ପୂର୍ବରୁ…

ଗୋଠଛଡ଼ା ହାତୀ ଛୁଆ ଅସୁସ୍ଥ

ଢେଙ୍କାନାଳ : ଗଞ୍ଜାମରୁ କପିଳାସ ଆସିଥିବା ହାତୀ ଛୁଆ ଅସୁସ୍ଥ। ଗତକାଲି ହାତୀ ଛୁଆକୁ ଗଞ୍ଜାମରୁ ଅଣାଯାଇ କପିଳାସ ହାତୀ ଉଦ୍ଧାର କେନ୍ଦ୍ରରେ ରଖାଯାଇଛି । ହାତୀଛୁଆର ନାଭିରେ ସାମାନ୍ୟ ସଂକ୍ରମଣ ରହିଛି । ସେଥିପାଇଁ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଚିକିତ୍ସା କରାଯାଉଛି । ଦିନକୁ ତିନି ଲିଟର…