Sign in
Sign in
Recover your password.
A password will be e-mailed to you.
Browsing Tag
swadhikar news
ମହିଳା ଓ ଶିଶୁ ହିଂସା ରୋକିବ ସ୍ପେଶାଲ ୱିଙ୍ଗ
ମହିଳା ଓ ଶିଶୁଙ୍କ ବିରୋଧରେ ହିଂସା ରୋକିବାକୁ ପୋଲିସର ସ୍ପେଶାଲ ୱିଙ୍ଗ ଗଠନ ହେବ । ସ୍ପେଶାଲ ୱିଙ୍ଗ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏହି ୱିଙ୍ଗ ମହିଳା ଓ ପୋଲିସଙ୍କ ସୁରକ୍ଷା ପାଇଁ କାମ କରିବ । ୬୨ ତମ ବରିଷ୍ଠ ପୋଲିସ ଅଧିକାରୀ ସମ୍ମିଳନୀରେ ଏହି ଘୋଷଣା କରିଛନ୍ତି!-->…
ୱାନ୍ ନେସନ୍ – ୱାନ ଇଲେକ୍ସନ୍ ସପକ୍ଷରେ ଅପରାଜିତା
ଦେଶରେ ୱାନ୍ ନେସନ୍ – ୱାନ ଇଲେକ୍ସନ୍ ପାଇଁ ବିଜେପି ନିଜର ନିର୍ବାଚନୀ ଇସ୍ତାହାରରେ ପ୍ରତିଶ୍ରୁତି ଦେଇଛି। ୱାନ୍ ନେସନ୍ ଓ ୱାନ୍ ଇଲେକ୍ସନ୍ ସମ୍ପର୍କରେ ରାଜ୍ୟରେ ଦଳର ଆଗଧାଡ଼ିର ନେତାମାନଙ୍କୁ ଅବଗତ କରିବା ନିମନ୍ତେ ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଅପରାଜିତା ଷଡ଼ଙ୍ଗୀ ଆଜି ଏକ!-->…
ସାଉଥ ଅଭିନେତା ବରୁଣ ତେଜଙ୍କୁ କରୋନା
ସାଉଥ ସୁପରଷ୍ଟାର ରାମ ଚରଣଙ୍କ ପରେ ଏବେ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବରୁଣ ତେଜ କୋନିଡେଲା । ତେଲୁଗୁ ଅଭିନେତା ବରୁଣ ତେଜ କୋନିଡେଲାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି। ଏନେଇ ନିଜେ ବରୁଣ ସୋସିଆଲ ମିଡ଼ିଆରେ ଏକ ପୋଷ୍ଟ ସେୟାର କରି ସୂଚନା ଦେଇଛନ୍ତି । ସେ ସୋସିଆଲ ମିଡିଆରେ!-->…
ପରୀ ହତ୍ୟା ମାମଲାରେ ମିସ୍ କେସ୍ ଦାୟର
ନୟାଗଡ଼ ଚର୍ଚ୍ଚିତ ନାବାଳିକା ହତ୍ୟା ମାମଲାରେ ହାଇକୋର୍ଟରେ ମିସ୍ କେସ୍ ଦାୟର । ଭାରତୀୟ ବିକାଶ ପରିଷଦ ପକ୍ଷରୁ ଦାୟର ହୋଇଛି ଏହି ମିସ୍ କେସ୍। ଏତଲାରେ ନାଁ ଥିବା ବ୍ୟକ୍ତିଙ୍କ ପଲିଗ୍ରାଫ ଟେଷ୍ଟ କରିବାକୁ ଆବେଦନ କରାଯାଇଛି। ସେମାନଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ମାମଲାରେ ଆବେଦନ!-->…
ଗୁଣିଗାରେଡ଼ି ସନ୍ଦେହରେ ହତ୍ୟା
ଗୁଣିଗାରେଡ଼ି ସନ୍ଦେହରେ ଜଣେ ମହିଳାଙ୍କୁ ନିର୍ମମ ଭାବେ ହତ୍ୟା । ଏଭଳି ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ଶରତ ଥାନା ଶାରୀଶୁଆ ଗ୍ରାମରେ। ସେହି ଗ୍ରାମର ଖଇରୀ ମହାନ୍ତ ନାମକ ଜଣେ ମହିଳାଙ୍କୁ ଗୁଣିଗାରେଡି ସନ୍ଦେହରେ ଏକ ଧାରୁଆ ଅସ୍ତ୍ରରେ ନିର୍ମମ ଭାବରେ ତଣ୍ଟିକୁ କାଟି ହତ୍ୟା କରାଯାଇଛି। ଘଟଣା!-->…
ବିଶ୍ୱସ୍ତରୀୟ ହେବ ପାରାଦୀପ ବନ୍ଦର
ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟରେ ବଡ଼ ନିଷ୍ପତ୍ତି | ପାରାଦୀପ ବନ୍ଦରକୁ ବିଶ୍ୱସ୍ତରୀୟ କରିବାକୁ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାରଙ୍କ । ବିଶ୍ୱସ୍ତରୀୟ କରିବା ପାଇଁ ପାରାଦୀପ ବନ୍ଦରରେ ୱେଷ୍ଟର୍ଣ୍ଣ ଡକ୍ ନିର୍ମାଣ କରା।ଯିବ। ପୋର୍ଟର ନବୀକରଣ ଓ ବିଶ୍ୱସ୍ତରୀୟ ହେବା ପାଇଁ ୩ ହଜାର!-->…
୭୫% କର୍ମଚାରୀରେ ଚାଲିବ ସରକାରୀ ଅଫିସ୍
ଭୁବନେଶ୍ୱର: ଜାନୁଆରୀ ମାସ ପାଇଁ ସରକାରୀ ଅଫିସ୍ ଚାଲିବା ନେଇ ଜିଏ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ବିଜ୍ଞପ୍ତି ଅନୁସାରେ, ଭୁବନେଶ୍ୱର, କଟକରେ ଥିବା ସବୁ ବିଭାଗୀୟ ଓ ଅଧସ୍ତନ ଅଫିସ ୭୫% କର୍ମଚାରୀଙ୍କୁ ନେଇ ଚାଲିବ । ଏହାସହ ଜରୁରୀ କାର୍ଯ୍ୟରେ ନିୟୋଜିତ ଅଫିସ୍ର ସମସ୍ତ!-->…