Sign in
Sign in
Recover your password.
A password will be e-mailed to you.
Browsing Tag
swadhikar news
ମିଳୁନାହିଁ ୪ ବ୍ରିଟେନ ଫେରାନ୍ତଙ୍କ ପତ୍ତା
୬୨ ବ୍ରିଟେନ ଫେରାନ୍ତଙ୍କ ମଧ୍ୟରୁ ମିଳୁନି ୪ ଜଣଙ୍କ ପତ୍ତା । ବିଏମ୍ସି ଅଞ୍ଚଳକୁ ବ୍ରିଟେନରୁ ମୋଟ ୬୨ ଜଣ ଫେରିଥିବା ବେଳେ ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ପତ୍ତା ମିଳିପାରି ନାହିଁ। ଏହା କହିଛନ୍ତି ଖୋଦ ବିଏମ୍ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । କିନ୍ତୁ ଖୋଜାଖୋଜି ଜୋରସୋରରେ ଚାଲିଥିବା!-->…
୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର
ଦୁର୍ନୀତି ଓ ଅପାରଗତା ଯୋଗୁଁ ରାଜ୍ୟ ସରକାର ଆଜି ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ସେମାନଙ୍କ ମଧ୍ୟରୁ ୪ ଜଣ ଇଂଜିନିୟର ଥିଲାବେଳେ ୨ ଜଣ ଅବକାରୀ ବିଭାଗର ଅଧିକାରୀ ଅଟନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ସାଧାରଣ ଜୀବନରେ ସାଧୁତା ଓ ନୈତିକତା ଉପରେ ଗୁରୁତ୍ଵ!-->…
କଟକରୁ ଜବତ ହେଲା ଭେଜାଲ୍ ପନିର୍
କଟକ: ଭେଜାଲ୍ ତେଲ, ଘିଅ, ସସ୍, ଲଙ୍କାଗୁଣ୍ଡ, ହଳଦୀଗୁଣ୍ଡ ମିଳିବା ପରେ ଏବେ କଟକରୁ ଜବତ ହୋଇଛି ଅପମିଶ୍ରିତ ସିନ୍ଥେଟିକ୍ ପନିର୍ । କଟକ ଚାଉଳିଆଗଞ୍ଜ ଥାନା ପୋଲିସ ଦ୍ୱାରା ଏହି ପନିର ଜବତ କରାଯାଇଛି । କଟକ ଚାଉଳିଆଗଞ୍ଜ ପୋଲିସ୍ ଓ ସିଏମ୍ସି ସ୍ୱାସ୍ଥ୍ୟ ବିଭାଗର ଏକ ଟିମ୍ ଚଢାଉ କରି ୧!-->…
ଅକ୍ସଫୋର୍ଡ଼ ଭ୍ୟାକସିନକୁ ବ୍ରିଟେନର ଅନୁମତି
ନୂଆଦିଲ୍ଲୀ: ଚିନ୍ତା ବଢ଼ାଇଛି ବ୍ରିଟେନ ଷ୍ଟ୍ରେନ । ଲଣ୍ଡନ ଓ ଦକ୍ଷିଣ-ପୂର୍ବ ଇଂଲଣ୍ଡରେ ଚିହ୍ନଟ ହୋଇଥିବା କରୋନାର ନୂଆ ରୂପ କେବଳ ଇଂଲଣ୍ଡ ନୁହେଁ ପୂରା ବିଶ୍ୱବାସୀଙ୍କୁ ଚିନ୍ତାରେ ପକାଇଛି । ତେବେ ଚିନ୍ତା ମଧ୍ୟରେ ଟୀକା ଆଣିଦେଇଛି ଖୁସି ଖବର | ଅକ୍ସଫୋର୍ଡ ଦ୍ୱାରା ପ୍ରସ୍ତୁତ ଟୀକାକୁ!-->…
୨୦ ବ୍ରିଟେନ ଫେରନ୍ତା ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିବା ଆରମ୍ଭ କରିଛି ବ୍ରିଟେନ ଷ୍ଟ୍ରେନ । ବ୍ରିଟେନରୁ ଭାରତ ଆସିଥିବା ୨୦ ଜଣଙ୍କ ଶରୀରରେ ଏହି ନୂଆ ଷ୍ଟ୍ରେନର ଲକ୍ଷଣ ପ୍ରକାଶ ପାଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁସାରେ, ବର୍ତ୍ତମାନ ନୂଆ ଷ୍ଟ୍ରେନରେ ୨୦ ଜଣ ସଂକ୍ରମିତ ହୋଇଛନ୍ତି । ଏହି!-->…
ଜେଲ୍ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ
ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ମୁଖ୍ୟ କାରାଗାରରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ | ମୃତ୍ୟୁର କାରଣ ଏଯାବତ ଅସ୍ପଷ୍ଟ ରହିଛି । ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ । ସୂଚନାନୁସାରେ , ଢେଙ୍କାନାଳ ଜିଲ୍ଲା ମୁଖ୍ୟ କାରାଗାରରେ ବିଚାରାଧୀନ କଏଦୀର ମୃତ୍ୟୁ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ!-->…