ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୬୩ କରୋନା ପଜିଟିଭ୍
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୩ କରୋନା ପଜିଟିଭ୍ ଚିହ୍ନଟ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୬୫୯୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ପ୍ରଦାନ କରିଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୫ ଜଣ!-->…