୬ ବନ୍ୟାପ୍ରଭାବିତ ଜିଲ୍ଲାର ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା ଅଞ୍ଚଳ ପରିଦର୍ଶନ କରିବେ। ଆକାଶ ମାର୍ଗରୁ ସେ ଏରିଏଲ ସର୍ଭେ କରିବେ। ଆଜି ଦିନ ସାଢ଼େ ୧୨ଟାରେ ବାହାରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଯିବେ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ!-->!-->!-->…
