Odia News Portal
Browsing Tag

swadhikar

ବିଧାନସଭା ମୌସୁମୀ ଅଧିବେଶନ ପୂର୍ବରୁ ୨୭ରେ ସର୍ବଦଳୀୟ ବୈଠକ ଡାକିବେ ବାଚସ୍ପତି

ଭୁବନେଶ୍ୱର: ସେପ୍ଟେମ୍ବର ୧ରୁ ବସିବ ବିଧାନସଭା ମୌସୁମୀ ଅଧିବେଶନ । ତାପୂର୍ବରୁ ୨୭ ତାରିଖରେ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର । ସୁରୁଖୁରୁରେ ଗୃହକାର୍ୟ୍ୟ ଚଳାଇବା ପାଇଁ ସରକାର ଓ ବିରୋଧୀଙ୍କ ସହଯୋଗ ଲୋଡ଼ିବେ ବାଚସ୍ପତି । କୋଭିଡ୍ କଟକଣାରେ ସେପ୍ଟେମ୍ବର ୯…

ସେକ୍ସ ରାକେଟ ଠାବ, ୧୬ ଗିରଫ

ପାଟଣା: ମାତିଛନ୍ତି ଦେହ ବ୍ୟବସାୟୀ । ଖୁଲମଖୁଲା କରୁଥିଲେ ବେପାର । ଶେଷରେ ପୋଲିସ ଖବର ପାଇବା ପରେ ରାକେଟ ଠାବ କରିଛି । ପାଟଣାରେ ଏକ୍ଜିବ୍ୟୁସନ ରୋଡରେ ଥିବା ଏକ ହୋଟେଲରେ ବ୍ୟବସାୟ ଚାଲିଥିବା ବେଳେ ଅଚାନକ ଚଢ଼ାଉ କରି ୧୬ ଜଣଙ୍କୁ ଗିରଫ କରାଯାଇଛି । ତେବେ ଧରା ହୋଇଥିବା ଯୁବତୀମାନେ…

ଟ୍ୱିଟର ପରେ ଫେସବୁକ ଓ ଇନଷ୍ଟାଗ୍ରାମରୁ ହଟିଲା ରାହୁଲଙ୍କ ବିବାଦୀୟ ପୋଷ୍ଟ

ନୂଆଦିଲ୍ଲୀ: ସୋସିଆଲ ମିଡିଆ ପ୍ଲାଟଫର୍ମ ଫେସବୁକ ଓ ଇନଷ୍ଟାଗ୍ରାମ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସେହି ପୋଷ୍ଟକୁ ହଟାଇ ଦେଇଛନ୍ତି , ଯେଉଁଥିରେ ବଳାତ୍କାର ପୀଡ଼ିତା ଓ ତାଙ୍କ ପରିବାରଙ୍କର ପରିଚୟ ପ୍ରଦାନ କରୁଥିଲା । ରାଷ୍ଟ୍ରୀୟ ବାଳ ଅଧିକାର ସଂରକ୍ଷଣ ଆୟୋଗ(ଏନ୍ସିପିସିଆର୍) ମଙ୍ଗଳବାର…

ଫାର୍ମ ହାଉସରୁ ଉଦ୍ଧାର ହେଲା ଯୁବତୀଙ୍କ ମୃତଦେହ

ଭୁବନେଶ୍ୱର: ରାଜଧାନୀରୁ ଉଦ୍ଧାର ହେଲା ଯବୁତୀଙ୍କ ମୃତଦେହ । ନନ୍ଦନକାନନର ଏକ ଫାର୍ମ ହାଉସ ପୋଖରୀରୁ ମୃତଦେହ ଉଦ୍ଧାର । ନନ୍ଦନକାନନ ଥାନା ପୋଲିସ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି । ନନ୍ଦନକାନନ ନିକଟସ୍ଥ ରଘୁନାଥପୁରରେ ତାଙ୍କ ଘର ବୋଲି ପୋଲିସ ତଦନ୍ତରୁ ଜଣା ପଡିଛି । ତାଙ୍କ ବାପା ଏକ…

କେନ୍ଦ୍ର ରେଳମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ ପୂର୍ବରୁ ବିଜେପିର ପ୍ରସ୍ତୁତି ବୈଠକ

ବଲାଙ୍ଗୀର: ଆସନ୍ତା ୨୨ ତାରିଖ ଜନ ଆଶୀର୍ବାଦ ଯାତ୍ରା ପରିପେକ୍ଷିରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଲାଙ୍ଗୀର ଗସ୍ତ ନେଇ ବିଜେପି ପକ୍ଷରୁ ସ୍ଥାନୀୟ ସର୍କିଟ ହାଉସ ରେ ଏକ ପ୍ରସ୍ତୁତି ବୈଠକ କରାଯାଇଛି । ଉକ୍ତ ବୈଠକରେ ରେଳ ମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ କୁ ନେଇ ଆଲୋଚନା ହୋଇଥିଲା ଏବଂ…

ମାଓ ହମଲା: ୨ ଯବାନ ସହିଦ

ରାଇପୁର: ପୁଣି ଆତଙ୍କ ଖେଳାଇଲେ ମାଓବାଦୀ । ମାଓ ହମଲାରେ ୨ ଯବାନ ସହିଦ । ଛତିଶଗଡ଼ ନାରାୟଣପୁର ଜିଲ୍ଲା କାଡେମେଟାରେ ଘଟିଛି ଏହି ଗୁଳିକାଣ୍ଡ । ଯବାନଙ୍କଠାରୁ ଗୁଳି, ବନ୍ଧୁକ ଛଡାଇ ନେଇଥିବା ସୂଚନା ମିଳିଛି ।

ବେଲପଡାକୁ ଏନ୍‌ଏସି ମାନ୍ୟତା ଦାବୀରେ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ତହସିଲଦାରଙ୍କୁ ଦାବୀପତ୍ର ପ୍ରଦାନ

ବଲାଙ୍ଗୀର: ପାଟଣାଗଡ କୋଶଲ ରାଜ୍ୟ ସମନ୍ୱୟ ସମିତି ଏବଂ ବିଭିନ୍ନ ସାମାଜିକ ସଂଗଠନ ତଥା ବେଳପଡା, ମାଲିମୁଣ୍ଡା, କୁଦୋଭଟା ଓ ପଦ୍ମପୁର ଗ୍ରାମର ପାଖାପାଖି କୋଡିଏ ହଜାର ଜନସାଧାରଣଙ୍କ ସାମୁହିକ ବିକାଶ ଦୃଷ୍ଟିରୁ କୋଶଲ ରାଜ୍ୟ ସଂମନ୍ଵୟ ସମିତି ତରଫରୁ ପ୍ରଥମ ପର୍ଯ୍ୟାୟରେ ଗତକାଲି କୋଶଲ ରାଜ୍ୟ…

୨୭ରେ ସୁନ୍ଦରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୭ତାରିଖରେ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯିବେ। ସୁନ୍ଦରଗଡ଼ ଜିଲ୍ଲାକୁ ମୁଖ୍ୟମନ୍ତ୍ରୀଙ୍କ ୨୫ତାରିଖରେ ପ୍ରସ୍ତାବିତ ଗସ୍ତ କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି। ପଂଚାୟତ ଓ ପୌର ନିର୍ବାଚନ ପୂର୍ବରୁ ବିଜେଡି ସୁପ୍ରିମୋ ତଥା…

ଭୁବନେଶ୍ୱର ଆଇଆଇଟିରେ ଋଷିକୁଲ୍ୟା ଛାତ୍ରାବାସର ଉଦଘାଟନ କରିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ଆଜି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର ଆଇଆଇଟି ଗସ୍ତ କରିଛନ୍ତି। ସେଠାରେ ସେ ଦୁଇଟି ନୂଆ ବିଲ୍ଡିଂର ଉଦଘାଟନ କରିଛନ୍ତି। ଋଷିକୁଲ୍ୟା ଛାତ୍ରାବାସ ଏବଂ ପୁଷ୍ପାଞ୍ଜଳି ଲେକଚର ହଲ କମ୍ପେ୍ଲକ୍ସ ଉଦଘାଟନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ। ୧୨୬୦ରୁ…

ବାଣପୁର ଗ୍ୟାସ ଟାଙ୍କି ଫାଟିବା ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା: ବାଣପୁରର ଗମ୍ଭାରୀ ମୁଣ୍ଡା ଗାଁରେ ଗ୍ୟାସ ସିଲିଣ୍ଡର ଦୁର୍ଘଟଣାରେ ଗୁରୁତର ଆହତ ଜଣେ ବ୍ୟକ୍ତିଙ୍କର ପରଲୋକ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ…