ଜଗତସିଂହପୁର ଜିଲ୍ଲାରେ ୨୧୫ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଜଗତସିଂହପୁର ହେଉଛି ଓଡିଶାର ବିକାଶର ମୁଖ୍ୟ ଦ୍ୱାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜଗତସିଂହପୁର ଜିଲ୍ଲାରେ ୨୧୫ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିବା ଅବସରରେ ଏହା କହିଛନ୍ତି । ସେ ଆହୁରି କହିଛନ୍ତି ଯେ, ଜଗତସିଂହପୁର ଜିଲ୍ଲା ଓଡିଶାର ଏକ!-->…
