ସୋଆ ପ୍ରଫେସର ଗ୍ଲୋବାଲ୍ ଟିଚିଂ ଏକ୍ସିଲେନ୍ସ ଆୱାର୍ଡରେ ସମ୍ମାନିତ
ଭୁବନେଶ୍ୱର: ବିଶିଷ୍ଟ ଗବେଷକ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ବାୟୋଫୁଏଲ୍ ଆଣ୍ଡ ବାୟୋପ୍ରୋସେସିଙ୍ଗ୍ ରିସର୍ଚ୍ଚ ସେଂଟରର ନିର୍ଦ୍ଦେଶକ ପ୍ରଫେସର ଲାଲା ବିହାରୀ ଶୁକ୍ଳାଙ୍କୁ ଗ୍ଲୋବାଲ୍ ଟିଚିଂ ଏକ୍ସିଲେନ୍ସ ଆୱାର୍ଡରେ ସମ୍ମାନିତ କରାଯାଇଛି ।
ଗତବର୍ଷ ୟୁଏସ୍ଏର!-->!-->!-->…
