ବଡ଼ ଦୁର୍ଘଟଣାରୁ ବର୍ତ୍ତିଲା ଏୟାର ଇଣ୍ଡିଆ, ଅବତରଣ ବେଳେ ରନୱେରୁ ଖସିଲା ବିମାନ
ଅହମଦାବାଦରେ ହୋଇଥିବା ଏୟାର ଇଣ୍ଡିଆ ବିମାନ ବିସ୍ଫୋରଣ ଘଟଣାକୁ ମାସେ ବିତିଛି। ଏହି ସମୟ ମଧ୍ୟରେ ଏୟାର ଇଣ୍ଡିଆର ଅନେକ ବିମାନ ଯାନ୍ତ୍ରିକ ତ୍ରୁଟି ବା ଅନ୍ୟ କାରଣ ପାଇଁ ଜରୁରୀକାଳିନ ଅବତରଣ କରିଛି। ବାରମ୍ବାର ଦେଖାଯାଉଥିବା ତ୍ରୁଟି ପାଇଁ ବିବାଦରେ ଥିବା ଏୟାର ଇଣ୍ଡିଆକୁ ନେଇ ଏବେ ଆଉ ଏକ!-->…
