ମହିଳା ହକି ଦଳ ସହ କଥାହେଲେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର: ଗ୍ରେଟ୍ ବ୍ରିଟେନଠାରୁ ବ୍ରୋଞ୍ଚ ପଦକ ଲାଗି ଲଢ଼ୁଥିବା ବେଳେ ଭାରତୀୟ ମହିଳା ଦଳ ପରାସ୍ତ ହୋଇଛି । ତେବେ ଦମଦାର ପ୍ରଦର୍ଶନ କରି ସମସ୍ତଙ୍କ ମନ ଜିଣି ନେଇଛି ଦଳ । ଯାହାକୁ ନେଇ ସାରା ଦେଶରୁ ଛୁଟିଛି ପ୍ରଂଶସାର ସୁଅ । ଏହି ଅବସରରେ ମହିଳା ଟିମ୍ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ!-->…
