ଦେଶରେ ୪୨, ୬୨୫ କରୋନା ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ ଦୈନିକ ସଂକ୍ରମଣରେ ପୁନଃ ବୃଦ୍ଧିଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୨,୬୨୫ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦିନକ ମଧ୍ୟରେ ୩୬,୬୬୮ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଦେଶରେ କରୋନାରୁ ଆରୋଗ୍ୟ ହାର ୯୭.୩୭% ରହିଛି। ଏପର୍ୟ୍ୟନ୍ତ ଦେଶରେ ମୋଟ ୩,୦୯,୩୩,୦୨୨ ଜଣ!-->…
