Odia News Portal
Browsing Tag

swadhikar

ଅଗଷ୍ଟରୁ ଖୋଲିବ ନନ୍ଦନକାନନ

ଭୁବନେଶ୍ୱର: ପଶୁପ୍ରେମୀଙ୍କ ଲାଗି ଖୁସି ଖବର । ଅଗଷ୍ଟ ପ୍ରଥମ ସପ୍ତାହରୁ ଖୋଲିବ ନନ୍ଦନକାନନ । ମେ ୧ରୁ ବନ୍ଦ ହୋଇ ରହିଛି ନନ୍ଦନକାନନ । ଦୀର୍ଘ ୩ ମାସ ବନ୍ଦ ହୋଇ ରହିବା ଫଳରେ ବହୁ ରାଜସ୍ୱ କ୍ଷତି ହୋଇଛି । ତେବେ ଅଗଷ୍ଟ ପ୍ରଥମ ସପ୍ତାହରେ ଖୋଲିବାକୁ ଥିବାବେଳେ ପର୍ଯ୍ୟଟକଙ୍କ ଲାଗି କିଛି…

ମେଟ୍ରିକ ପରୀକ୍ଷା ଦେଲେ ସୋରଡ଼ା ବିଧାୟକ

ଗଞ୍ଜାମ: ସୋରଡ଼ା ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ହୋଇଥିବା ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ ଦେଲେ ମେଟ୍ରିକ ପରୀକ୍ଷା । ୪୯ ବର୍ଷୀୟ ପୂର୍ଣ୍ଣଚନ୍ଦ୍ର ବିଜେଡିର ଜଣେ ଆଗ ଧାଡ଼ିର ନେତା । ସେ ସୋରଡ଼ା ବାଳିକା ଉଚ୍ଚ ବିଦ୍ୟାଳୟ କେନ୍ଦ୍ରରେ ପରୀକ୍ଷା ଦେଇଥିବା ସୂଚନା ମିଳିଛି । ୩ଥର ବିଧାୟକ ହୋଇଥିଲେ…

ଭିଜିଲାନ୍ସ ପଞ୍ଝାରେ ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ ସଦସ୍ୟଙ୍କ ପିଏସ

ଭୁବନେଶ୍ୱର: ଆୟ ବହିର୍ଭୃତ ସମ୍ପତି ଠୁଳ ଅଭିଯୋଗରେ ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ ସଦସ୍ୟଙ୍କ ପିଏସ ବିରଞ୍ଚି ସାହୁଙ୍କ ଘରେ ରେଡ୍ । ଏକକାଳୀନ ୬ଟି ସ୍ଥାନରେ ହୋଇଛି ଚଢ଼ାଉ । ତାଙ୍କ ସମ୍ପର୍କୀୟଙ୍କ ଘରୁ ନଗଦ ୧୩ ଲକ୍ଷ ଟଙ୍କା ଠାବ ହୋଇଛି । ଏଯାବତ ମିଳିଥିବା ସୂଚନା ମୁତାବକ ୨ଟି ୨ମହଲା…

ପୁରୀରେ ମଦ କୁଡ଼ିଆ ଯୋଜନା ପ୍ରତ୍ୟାହାର

ପୁରୀ: ଗୋଆ ଭଳି ପୁରୀରେ ମଦ କୁଡ଼ିଆ ଯୋଜନା କରାଯିବାକୁ ନିଷ୍ପତି ନିଆଯାଇଥିଲା । ଯାହାକୁ ବିଭିନ୍ନ ସଂଗଠନ ଓ ବିଜେପି ପକ୍ଷରୁ ପ୍ରତିବାଦ କରାଯାଇଥିଲା । ଶ୍ରୀକ୍ଷେତ୍ର ଭଳି ଧାର୍ମିକସ୍ଥଳରେ ଏଭଳି ଯୋଜନା ନିନ୍ଦନୀୟ ବୋଲି ମଧ୍ୟ ବିଭିନ୍ନ ସଂଗଠନ ଦାବି କରିଥିଲେ । ଶେଷରେ ଏହାକୁ ପ୍ରତ୍ୟାର ନେଇ…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଗୁଡିକର ଶିକ୍ଷକ ମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡକୁ କମ୍ କରାଯାଇଛି। ଏହାଦ୍ବାରା ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ। ତା ସହିତ…

କାଲିଠୁ କମିପାରେ ବର୍ଷା

ଭୁବନେଶ୍ୱର: ଲଘୁଚାପ ବି ବିଶେଷ ବର୍ଷା ଆଣିପାରିନାହିଁ ଓଡ଼ିଶାକୁ । ଏବେ ବି ଅଧା ଓଡ଼ିଶାରେ ବର୍ଷା ସଙ୍କଟ ସ୍ଥିତି ବଳବତ୍ତର ରହିଛି । ପାଣିପାଗ ପୂର୍ବାନୁମାନ ହେଲା, ଶୁକ୍ରବାର ରାଜ୍ୟର ଅନେକ ଜାଗାରେ ବର୍ଷା ହେବ । ବିଶେଷ କରି ଉତ୍ତର ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ । ମାତ୍ର…

ଦୂତୀ ହାରିଲେ

ଟୋକିଓ: ଟୋକିଓରେ ନିରାଶ କଲେ ଦୂତୀ । ମହିଳା ଶହେ ମିଟର ଦୌଡ଼ରେ ନିରାଶ କରିଛନ୍ତି ଦୂତୀ ଚାନ୍ଦ । ପ୍ରଥମ ରାଉଣ୍ଡରୁ ହିଁ ସେ ବିଦାୟ ହୋଇଛନ୍ତି । ୫ମ ହିଟରେ ଥିବା ଦୂତୀ ସପ୍ତମ ସ୍ଥାନରେ ରହିଥିଲେ । ତେବେ ନିଜ ରେକର୍ଡ଼ରେ ମଧ୍ୟ ସେ ଉନ୍ନତି ଆଣି ପାରିନାହାନ୍ତି । ୧୧.୫୪ ସେକେଣ୍ଡରେ ଶହେ ମିଟର…

କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ

ଭୁବନେଶ୍ୱର: ଲକଡାଉନରେ ବଢ଼ୁଛି ନିଶା କାରବାର । ୧ କେଜି ୪୮ ଗ୍ରାମର ବ୍ରାଉନସୁଗାର ଜବତ ହୋଇଛି । ଯାହାର ଆନୁମାନିକ ମୂଲ୍ୟ ଏକ କୋଟି ଟଙ୍କା । କ୍ରାଇମବ୍ରାଞ୍ଚ ଏସଟିଏଫ ହାତରେ ଧରା ପଡିଛନ୍ତି ଅଭିଯୁକ୍ତତ । ତେବେ ୨୦୨୦ରୁ ଆଜି ସୁଦ୍ଧା ଏସଟିଏଫ ୩୫ କେଜି ବ୍ରାଉନସୁଗାର ଜବତ କରିଛି । …

ପଢ଼ନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି

ଭୁବନେଶ୍ୱର: ରାଜ୍ୟରେ ଥମିବାର ନାଁ ଧରୁନି କରୋନାର ମୃତ୍ୟୁ ତାଣ୍ଡବ । ରାଜ୍ୟରେ ଆଉ ୬୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡରୁ ୧୧ ଜଣ, କଟକରୁ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ରାଜ୍ୟରେ ଖୋର୍ଦ୍ଧାରୁ ୮ ସଂକ୍ରମିତଙ୍କର ପ୍ରାଣହାନି ଘଟିଛି। ସେହିଭଳି…

ଆଜି ଦେଶରେ ୫୫୫ ମୁଣ୍ଡ ନେଲା ମହାମାରୀ

ନୂଆଦିଲ୍ଲୀ: ଦେଶରେ ସଂକ୍ରମଣ ହାର କମୁଥିବା ବେଳେ ମୃତ୍ୟୁ ସଂଖ୍ୟାର କମିବାର ନାଁ ଧରୁନି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୪ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୬ ଶହରୁ କମ୍ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ…