କଂଗ୍ରେସ ଓ ବିଜେଡି ଅଯଥା ରାଜନୀତି କରୁଛନ୍ତି: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, କଂଗ୍ରେସ ଓ ବିଜେଡି ଅଯଥା ରାଜନୀତି କରୁଛନ୍ତି।
ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆହୁରି କହିଛନ୍ତି, ବିଜେଡି ୨୪ ବର୍ଷ ସରକାରରେ ଥିଲା ।!-->!-->!-->…
