Odia News Portal
Browsing Tag

swadhikar

ପାରଳାଖେମୁଣ୍ଡିରେ ପହଁଞ୍ଚିଲା କ୍ରାଇମବ୍ରାଞ୍ଚର ୪ଜଣିଆ ଟିମ୍‌

ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ପାରଳାଖେମୁଣ୍ଡିରେ ପହଞ୍ଚିଲେ କ୍ରାଇମବ୍ରାଞ୍ଚର ୪ ଜଣିଆ ଟିମ୍ । ତଦନ୍ତରେ ପାରଳାଖେମୁଣ୍ଡି ପୋଲିସକୁ ସହଯୋଗ କରିବା ନିମନ୍ତେ କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚିଛି । ଡିଏସପି ବିଜୟ ମଲ୍ଲିକଙ୍କ ନେତୃତ୍ବରେ ପାରଳାଖେମୁଣ୍ଡିରେ ଗଜପତି…

ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡୁଛନ୍ତି ଚତୁର୍ଥାମୁର୍ତ୍ତୀ

ଜନ୍ମବେଦୀରେ ଲୀଳାଖେଳା ସାରି ରଥରେ ବାହୁଡୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଘଣ୍ଟଘଣ୍ଟା, ଜୟଜଗନ୍ନାଥ ଧ୍ୱନିରେ କମ୍ପୁଛି ରଥପଥ । ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଦିନ ୧୨ଟା ପରିବର୍ତ୍ତେ ସକାଳ ୮ଟାରୁ ଆରମ୍ଭ ହୋଇଥିଲା ଶ୍ରୀଜିଉଙ୍କ ପହଣ୍ଡି ବିଜେ। ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ…

ସ୍କୁଲ୍ ଖୋଲିବାର ସମୟ ଆସିଛି

ମହାମାରୀ କରୋନା ଯୋଗୁ ଦେଶରେ ସମସ୍ତ ଶିକ୍ଷାନୁଷ୍ଠାନ ପ୍ରାୟ ୨ ବର୍ଷ ହେଲା ବନ୍ଦ ରହିଛି। କିଛି ରାଜ୍ୟ ଏବେ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ତଥାପି ଅଧିକାଂଶ ରାଜ୍ୟରେ ସ୍କୁଲ ଖୋଲିବାକୁ ଅନୁମତି ଦିଆଯାଇ ନାହିଁ। ଏସବୁ ଭିତରେ ଏମ୍ସ ମୁଖ୍ୟ ଡା ରଣଦୀପ ଗୁଲେରିଆ ବଡ଼ ବୟାନ…

ଛେରା ପହଁରାକୁ ପୂରିଲା ୫୦ ବର୍ଷ

ପୁରୀ: ଚଳିତ ବର୍ଷ ରଥଯାତ୍ରାରେ ରେକର୍ଡ କଲେ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଚଳିତ ବର୍ଷକୁ ମିଶାଇ ଛେରାପହଁରାରେ ୫୦ ବର୍ଷ ପୂରଣ କଲେ ଗଜପତି। ୧୯୭୧ ମସିହାରୁ ଛେରାପହଁରା କରି ଆସୁଛନ୍ତି ଗଜପତି ମହାରାଜା। ପିତାଙ୍କ ଦେହାନ୍ତ ପରଠାରୁ ଛେରାପହଁରା କରି ଆସୁଛନ୍ତି ଗଜପତି।…

ପାକିସ୍ତାନୀ ଟିଭି ଅଭିନେତ୍ରୀ ନୈଲା ଜାଫ୍ରିଙ୍କ ପରଲୋକ

ଦୀର୍ଘ ଦିନର ଅସୁସ୍ଥତା ପରେ ପାକିସ୍ତାନୀ ପ୍ରସିଦ୍ଧ ଟିଭି ଅଭିନେତ୍ରୀ ନୈଲା ଜାଫ୍ରିଙ୍କ ଦେହାନ୍ତ ହୋଇଛି। ଏହି ଭେଟେରାନ୍ ଅଭିନେତ୍ରୀ ବିଗତ ୬ବର୍ଷ ଧରି କ୍ୟାନ୍ସର ରୋଗ ସହ ସଂଘର୍ଷ କରୁଥିଲେ। ଟିଭି ସିରିଏଲ୍ ‘ଆ ମୁଝ କୋ ସତନା’, ‘ଦେଶୀ ଗର୍ଲ’ ଏବଂ ‘ଥୋଡି ସି ଖୁସିୟାଁ’ରେ ତାଙ୍କର ଭୂମିକା…

ଭାରତ ଆସୁଥିବା ବିମାନ ଉପରେ ପ୍ରତିବନ୍ଧକ ଲଗାଇଲା କାନାଡା

କରୋନା ମହାମାରୀର ଦ୍ବିତୀୟ ଲହର ଏବଂ ଭାଇରସର ଡେଲଟା ଭାରିଅଣ୍ଟର ବଢୁଥିବା ମାମଲା ଦେଖି କାନାଡା ସରକାର ଭାରତକୁ ଆସୁଥିବା ଫ୍ଲାଇଟ ଉପରେ ୩୦ ଦିନ ଯାଏଁ ରୋକ୍ ଲଗାଇଛନ୍ତି। ଏହି ପ୍ରତିବନ୍ଧକ ୨୧ ଅଗଷ୍ଟ ପର୍ଯ୍ଯନ୍ତ ଲାଗୁ କରିଦିଆଯାଇଛି। ସୂଚନାଯୋଗ୍ଯ, ଗତକିଛି ଦିନ ତଳେ ହେଲଥ କାନାଡା…

ରାଜ୍ୟରେ ଆସନ୍ତା ୪ଦିନ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୨୧ ତାରିଖ ଦିନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି । ଏହା ପ୍ରଭାବରେ ୨୨ ତାରିଖ ରାତି କିମ୍ବା ୨୩ ତାରିଖ ସକାଳ ଆଡ଼କୁ ଏକ ଲଘୁଚାପ କ୍ଷେତ୍ର ବଙ୍ଗୋପସାଗରରେ ସୃଷ୍ଟି ହେବ। ଫଳରେ ରାଜ୍ୟରେ ଆଜିଠାରୁ ୨୩ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ…

ଦେଶରେ କମୁଛି କରୋନା ସଂକ୍ରମଣ

ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୭୪ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ…

ଶିଳ୍ପାସେଠୀଙ୍କ ସ୍ୱାମୀ ରାଜ୍‌କୁନ୍ଦ୍ରା ଗିରଫ

ବଲିଉଡ ଅଭିନେତ୍ରୀ ଶିଳ୍ପ ସେଟ୍ଟୀଙ୍କ ସ୍ଵାମୀ ତଥା ଜଣାଶୁଣା ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ କ୍ରାଇମବ୍ରାଞ୍ଚ ସୋମବାର ଗିରଫ କରିଛି। ରାଜ କୁନ୍ଦ୍ରାଙ୍କ ବିରୋଧରେ ଅଶ୍ଳୀଳ ଫିଲ୍ମ ପ୍ରସ୍ତୁତ କରିବା ଏବଂ କିଛି ଆପ୍ସରେ ଏହାର ପ୍ରସାରଣ କରିଥିବାର ଅଭିଯୋଗ ହୋଇଛି। କ୍ରାଇମବ୍ରାଞ୍ଚ…

ଜନ୍ମବେଦୀରୁ ବାହୁଡୁଛନ୍ତି ମହାବାହୁ

ମଙ୍ଗଳବାର ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ା ଯାତ୍ରା। ନବଦିନାତ୍ମକ ଯାତ୍ରା ସାରି ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିବେ ମହାବାହୁ। ଗୋଟି ପହଣ୍ଡିରେ ନାକଚଣା ଦ୍ଵାର ଦେଇ ଚକ୍ରରାଜ ଶ୍ରୀସୁଦର୍ଶନ, ପ୍ରଭୁ ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା, ଓ ମହାପ୍ରଭୁ…