Odia News Portal
Browsing Tag

swadhikar

ଗାଙ୍ଗୁଲିଙ୍କ ଜୀବନକୁ ନେଇ ତିଆରି ହେବ ଫିଲ୍ମ

କ୍ରିକେଟର ସଚିନ ତେନ୍ଦୁଲକର, ମହେନ୍ଦ୍ର ସିଂହ ଧୋନୀ ଓ ମହମ୍ମଦ ଆଝାରୁଦ୍ଧିନଙ୍କ ପରେ ଏବେ ସୌରଭ ଗାଙ୍ଗୁଲିଙ୍କ ଜୀବନ ଉପରେ ବାୟୋପିକ୍ ଫିଲ୍ମ ବନିବାକୁ ଯାଉଛି । ଏନେଇ ନିଜେ ସୌରଭ ଗାଙ୍ଗୁଲି ହିଁ ଏକ ଜାତୀୟ ଗଣମାଧ୍ୟମକୁ ଖବର ଦେଇଛନ୍ତି । ସୌରଭ ଏବେ ଭାରତୀୟ କ୍ରିକେଟ ଦଳ ଅଧିନାୟକ…

ରଥ ଉପରେ ଚାଲିଛି ଶ୍ରୀଜିଉଙ୍କ ନୀତିକାନ୍ତି

ଆଜି ମହାପ୍ରଭୁ ଆଡ଼ପମଣ୍ଡପ ବିଜେ କରିବେ । ଅପରାହ୍ନରେ ଜନ୍ମବେଦୀକୁ ବିଜେ ନୀତି ଅନୁଷ୍ଠିତ ହେବ । ରଥାରୂଢ଼ ଶ୍ରୀଜିଉଙ୍କ ନିକଟରେ ଚାଲିଛି ନୀତିକାନ୍ତି । ମଙ୍ଗଳଆଳତୀ, ମଇଲମ ନୀତି ସହ ବଢ଼ିଛି ଅନ୍ୟାନ୍ୟ ନୀତି । ମହାପ୍ରଭୁ ଗୋଟି ପହଣ୍ଡିରେ ଜନ୍ମଦେବୀକୁ ବିଜେ କରିବାକୁ ଥିବାରୁ ନିତି ସଅଳ…

କରୋନା ପାଇଁ କାଉଡିଆଙ୍କ ଯାତ୍ରାକୁ ରୋକିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ଜୁଲାଇ-ଅଗଷ୍ଟରେ ହେବାକୁଥିବା କାଉଡିଆ ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଇବା ଦାବି ଜୋର ଧରିଛି। ଉତ୍ତରାଖଣ୍ଡର ଇଣ୍ଡିଆନ ମେଡିକାଲ ଆସୋସିଏସନ ଶାଖା ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀଙ୍କୁ କାଉଡିଆ ଯାତ୍ରା ଉପରେ ରୋକ ଲଗାଇବାକୁ ଦାବି କରିଛନ୍ତି। କରୋନା ମହାମାରୀର ତୃତୀୟ ଲହର ଆଶଙ୍କା ପାଖେଇ…

ସିଦ୍ଧୁଙ୍କୁ ନେଇ ଅଡୁଆରେ ପଞ୍ଜାବ କଂଗ୍ରେସ

ଆଗାମୀ ବର୍ଷ ପଞ୍ଜାବରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି । ହେଲେ ତାହା ପୂର୍ବରୁ ରାଜ୍ୟ କ୍ଷମତାରେ ଥିବା କଂଗ୍ରେସ ଭିତରେ ଦ୍ୱନ୍ଦ ତେଜିବାରେ ଲାଗିଛି । ବିଶେଷ କରି ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସଂ ଓ ନବଜୋତ ସିଂ ସିଦ୍ଧୁଙ୍କ ଭିତରେ ଲାଗି ରହିଥିବା କଳହ ଥମିବାରେ ନାଁ ନେଉନି ।…

ACF ସୈମ୍ୟରଞ୍ଜନଙ୍କ ସନ୍ଦେହ ଜନକ ମୃତ୍ୟୁ

କଟକ: ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ACFO) ଙ୍କ ମୃତ୍ୟୁ ଘଟଣା ଏବେ ଭିନ୍ନ ମୋଡ଼ ନେଇଛି। ACFOଙ୍କ ମୃତ୍ୟୁ ଘଟଣାରେ ସନ୍ଦେହ ଘେରକୁ ଆସିଛନ୍ତି ମୃତ ସୌମ୍ୟରଞ୍ଜନ ମହାପାତ୍ରଙ୍କ ପତ୍ନୀ। ସୌମ୍ୟଙ୍କ ବାପା ଓ ମାମୁ ଆଜି ଗଣମାଧ୍ୟମ ଆଗରେ ପତ୍ନୀଙ୍କ ଆଡକୁ…

ACF ସୈମ୍ୟରଞ୍ଜନଙ୍କ ସନ୍ଦେହ ଜନକ ମୃତ୍ୟୁ

କଟକ: ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ACFO) ଙ୍କ ମୃତ୍ୟୁ ଘଟଣା ଏବେ ଭିନ୍ନ ମୋଡ଼ ନେଇଛି। ACFOଙ୍କ ମୃତ୍ୟୁ ଘଟଣାରେ ସନ୍ଦେହ ଘେରକୁ ଆସିଛନ୍ତି ମୃତ ସୌମ୍ୟରଞ୍ଜନ ମହାପାତ୍ରଙ୍କ ପତ୍ନୀ। ସୌମ୍ୟଙ୍କ ବାପା ଓ ମାମୁ ଆଜି ଗଣମାଧ୍ୟମ ଆଗରେ ପତ୍ନୀଙ୍କ ଆଡକୁ…

ନେତାଜୀ ବସ୍ ଟର୍ମିନାଲ ପାଇଁ ଜୋରସୋରରେ କାମ ଆରମ୍ଭ

କଟକ ଖାନନଗରରେ ପ୍ରସ୍ତାବିତ ନୂଆ ବସଷ୍ଟାଣ୍ଡ ପାଇଁ ଚାଲିଛି କାମ । ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା କାର୍ଯ୍ୟ ସରିବା ପରେ ଆରମ୍ଭ ହୋଇଛି ନିର୍ମାଣ କାର୍ଯ୍ୟ । ୨୦ ଏକକ ସ୍ଥାନରେ ଠିଆ ହେବାକୁ ଥିବା ଏହି ନୂଆ ବସଷ୍ଟାଣ୍ଡ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହେଲେ ଦୀର୍ଘ ବର୍ଷ ଧରି ବାଦାମବାଡ଼ି…

ଆକାଶରୁ ହେଲା ମାଛ ବର୍ଷା

ମାଛବର୍ଷା । ଆକାଶରୁ ଖସିଲେ ହଜାର ହଜାର ମାଛ । ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ । ସବୁଠାରୁ ବଡ କଥା ହେଲା ଯେ, ମାଛ ଗୁଡିକ ମାଟିରେ ନୁହେଁ ସିଧାସଳଖ ହ୍ରଦରେ ପଡିଛନ୍ତି । ୯୫ ପ୍ରତିଶତରୁ ଅଧିକ ସଂଖ୍ୟକ ମାଛ ବଞ୍ଚିଛନ୍ତି ମଧ୍ୟ । ଏପରି ଘଟଣା ଘଟିଛି ଆମେରିକାର ଉତାହ ରାଜ୍ୟରେ । …

ଗର୍ଭଗୃହ ଯାଂଚ କରିବ ASI ଟିମ୍‌

ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିଛନ୍ତି ମହାପ୍ରଭୁ । ଏହାପରେ ଶ୍ରୀମନ୍ଦିରରେ ଆଜିଠୁ ଆରମ୍ଭ ହେବ ଏଏସଆଇର ଗର୍ଭଗୃହ ଯାଞ୍ଚ । ଏଥିପାଇଁ ଭାରାବନ୍ଧା ଚାଲିଛି । ଏଏସଆଇର ଵୈଷୟିକ କମିଟି ଦ୍ୱାରା ଗର୍ଭଗୃହ, ଜଗମୋହନ, ନାଟମଣ୍ଡପ ଅନୁଧ୍ୟାନ କରାଯାଇ ମରାମତି ଓ ସଂରକ୍ଷଣ କାର୍ଯ୍ୟ…

କରୋନାର ତୃତୀୟ ଲହରକୁ ରୋକିବାକୁ ୮ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ଦେଲେ ନିର୍ଦ୍ଦେଶ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ପୂର୍ବୋତ୍ତର ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି । କରୋନା ସ୍ଥିତିର ସମୀକ୍ଷା କରିବା ସହ ଟିକାକରଣ ବାବଦରେ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦୀ କଥା ହୋଇଛନ୍ତି । ଏହି ସମୟରେ କରୋନାର ତୃତୀୟ ଲହରକୁ ରୋକିବା ଆମର ଦାୟିତ୍ୱ ବୋଲି…