ଆସନ୍ତା ୪ଦିନ ପ୍ରବଳ ଛେଚିବ
ଭୁବନେଶ୍ୱର: ଆସନ୍ତା ୪ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ!-->…
