ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ
ନୂଆଦିଲ୍ଲୀ: ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି କରୋନା ସଂକ୍ରମଣ। ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪ ହଜାର ୭୦୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ଗତ ୧୧୧ ଦିନ ମଧ୍ୟରେ ସର୍ବନିମ୍ନ ସଂକ୍ରମଣ। ଦେଶରେ ଆରୋଗ୍ୟଙ୍କ ପ୍ରତିଶତ ୯୭.୧୭ରେ ପହଞ୍ଚିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ!-->…
