Odia News Portal
Browsing Tag

swadhikar

ଭୁବନେଶ୍ୱର ଏକ ନମ୍ବର ହାଟ ବନ୍ଦ ନିର୍ଦ୍ଦେଶ ଦେଲା ବିଏମସି

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ପ୍ରସିଦ୍ଧ ଏକ ନମ୍ବର ହାଟକୁ ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ବନ୍ଦ ନିର୍ଦ୍ଦେଶ ଦେଲା ବିଏମସି । ଉଭୟ ହୋଲସେଲର ଓ ଣିଟେଲର ବ୍ୟବସାୟୀଙ୍କ ଲାଗି ବନ୍ଦ ରହିବ ହାଟ । କୋଭିଡ ସଂକ୍ରମଣ ବଢ଼ିବା ଆଶଙ୍କାରେ ବିଏମସି ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଛି । ତେବେ ଏଠାରେ…

ଅନଲାଇନରେ ହେବ ୟୁଜି ପିଜି ପରୀକ୍ଷା

ଭୁବନେଶ୍ୱର: ୟୁଜି ପିଜି ପରୀକ୍ଷା ନେଇ ଆଜି ସବୁ ଡିଗ୍ରୀ କଲେଜର ଅଧ୍ୟାପକଙ୍କ ସହ ବୈଠକ କରିଛନ୍ତି ମନ୍ତ୍ରୀ ଅରୁଣ ସାହୁ । ତେବେ ଚଳିତ ବର୍ଷ ଅନଲାଇନରେ ପରୀକ୍ଷା ଦେବେ ଛାତ୍ର ଛାତ୍ରୀ । ପିଲାଙ୍କ ପରିକ୍ଷା ଦାୟିତ୍ୱ ନେବେ ଶିକ୍ଷକ । ପ୍ରତି ଶିକ୍ଷକଙ୍କ ମନିଟରିଙ୍ଗରେ ରହିବେ କିଛି ଛାତ୍ର…

ଆଜିଠୁ ଯୁକ୍ତ ୨ ଛାତ୍ର ଛାତ୍ରୀଙ୍କୁ ମିଳିବ ଆଡମିଟ୍ କାର୍ଡ଼

ଭୁବନେଶ୍ୱର: ଜୁଲାଇ ୩୧ ସୁଦ୍ଧା +୨ ଫଳ ପ୍ରକାଶ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସଇ) ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ଆସନ୍ତା ଜୁଲାଇ ଶେଷ ସୁଦ୍ଧା ଫଳ ପ୍ରକାଶ କରିବା ଲାଗି ସିଏଚ୍ଏସ୍ଇ ମଧ୍ୟ ଯୋଜନା ପ୍ରସ୍ତୁତ କରୁଛି ।…

ବିନା ପରୀକ୍ଷାରେ ଆଜି ପ୍ରକାଶ ପାଇବ ମେଟ୍ରିକ ରେଜଲ୍ଟ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ମେଟ୍ରିକ ରେଜଲ୍ଟ । ଚଳିତବର୍ଷ କରୋନା କଟକଣାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀମାନେ ପରୀକ୍ଷା ଦେଇନଥିଲେ । ମାତ୍ର ଆଜି ଅପରାହ୍ନ ୪ଟାରେ ପ୍ରକାଶ ପାଇବ ରେଜଲ୍ଟ । ସଂଧ୍ୟା ୬ଟା ପରେ ବୋର୍ଡ ୱେବସାଇଟ୍ରେ ଫଳାଫଳ ଉପଲବ୍ଧ ହେବ । www.bseodisha.ac.in ଓ…

ଆକାଶ ପାଠକଙ୍କୁ ମିଳିଲା ଜାମିନ୍‌

କଟକ: ଟାଟା କମ୍ପାନୀରେ ଚାକିରୀ ଦେବା ଅଭିଯୋଗରେ ଫସିଥିବା ଆଇଏଫଏସ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ପାଠକଙ୍କୁ ଆଜି ହାଇକୋର୍ଟରୁ ମିଳିଛି ସର୍ତ୍ତମୂଳକ ଜାମିନ । ବୈଦ୍ୟନାଥପୁର ଥାନାରେ ହୋଇଥିବା ମାମଲାରେ ତାଙ୍କୁ ମିଳିଛି ଜାମିନ୍ । ତେବେ ସେ ଖୁବଶୀଘ୍ର ଜେଲରୁ ମୁକୁଳିବେ ବୋଲି ତାଙ୍କ ଓକିଲା…

ଦରଦାମ ବୃଦ୍ଧିନେଇ ୧୦ ବ୍ୟାପି ବିକ୍ଷୋଭ କରିବ କଂଗ୍ରେସ

ନୂଆଦିଲ୍ଲୀ: କରୋନା ମହାମାରୀରେ ଲୋକେ କାମ ଧନ୍ଦା ହରାଇଥିବା ବେଳେ ଦରଦାମ କିନ୍ତୁ ଆକାଶ ଛୁଆଁ ହୋଇଛି । ଯାହାକୁ ନେଇ ସବୁଠି ଆରମ୍ଭ ହୋଇଛି । ଦେଶରେ ଇନ୍ଧନର ମୂଲ୍ୟ ବୃଦ୍ଧି ବିରୋଧରେ କଂଗ୍ରେସ ଦେଶବ୍ୟାପୀ ବିକ୍ଷୋଭ କରିବ। ଆଗାମୀ ଜୁଲାଇ ୭ରୁ ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ…

ବିଭିନ୍ନ ସ୍ୱାସ୍ଥ୍ୟ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ Liquid Medical Oxygen ଓ PSA Plant ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଏହି ଜିଲ୍ଲାଗୁଡିକ ହେଲା – ବରଗଡ, ଗଞ୍ଜାମ, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର, ରାୟଗଡା ଓ…

ସୋନୁଙ୍କୁ ପ୍ରେମିକା ଲାଗି ଆଇଫୋନ ମାଗିଲେ ଯୁବକ

ମୁମ୍ବାଇ: ଅଜବ ପ୍ରେମିକ । ପ୍ରେମିକାକୁ ଆଇଫୋନ ଦେବା ଲାଗି ସୋନୁ ସୁଦଙ୍କୁ ମାଗିଲା ସହାୟତା । ନିଜ ଟ୍ୱିଟର ଆକାଉଣ୍ଟରେ ସୋନୁଙ୍କୁ ଟ୍ୱିଟ୍ କରିଛନ୍ତିି ଜଣେ ଯୁବକ । ଯାହାକି ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି । ଇଞ୍ଜିନିୟର ଲଡକା ନାମକ ଜଣେ ୟୁଜର୍ସ ସୋନୁଙ୍କ ଲେଖିଛନ୍ତି…

ପୁଣି ଚର୍ଚ୍ଚାରେ ବର୍ଷା-ଅନୁଭବ ବିବାଦ

କଟକ: କିଛିଦିନର ବିରତି ପରେ ପୁଣିଥରେ ଅଭିନେତ୍ରୀ ବର୍ଷା ଓ ସାଂସଦ ଅନୁଭବ ମହାନ୍ତିଙ୍କ ବିବାଦ ଚର୍ଚ୍ଚା ଘେରକୁ ଆସିଛି । ଉଭୟଙ୍କ ମାମଲା ଚାଲିଥିବା ବେଳେ ମଧ୍ୟସ୍ଥ କେନ୍ଦ୍ରକୁ ବର୍ଷା ଆସିନାହାଁନ୍ତି । ଯାହାକୁ ନେଇ ଅନୁଭବ ଝାଡ଼ିଥିବା ଦେଖିବାକୁ ମିଳିଛି । ଗତକାଲି ଅନୁଭବ ଆସିଥିବା ବେଳେ…

କାଶ୍ମୀରରେ ଆରମ୍ଭ ହେଲା ମୋଦିଙ୍କ ସର୍ବଦଳୀୟ ବୈଠକ

ଜମ୍ମୁ-କାଶ୍ମୀର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାଶ୍ମୀରରେ ସର୍ବଦଳୀୟ ବୈଠକ ଡକାଇଛନ୍ତି । ସେଭେନ ଲୋକକଲ୍ୟାଣ ମାର୍ଗ ଆବାସିକ କାର୍ଯ୍ୟାଳୟରେ ବୈଠକ ଆରମ୍ଭ ହୋଇଯାଇଛି । ଏହି ବୈଠକରେ ଗୃହମନ୍ତ୍ରୀ ଅମିତ ଶାହା, ପିଏମଓ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ ଏହି ବୈଠକରେ ସାମିଲ ହୋଇଛନ୍ତି ।…