ରଥଯାତ୍ରା: ହସ୍ତକ୍ଷେପ କଲେନି ହାଇକୋର୍ଟ
କଟକ: ପୁରୀ ବ୍ୟତିତ ଅନ୍ୟ ଜାଗାରେ ରଥଯାତ୍ରା ନେଇ ଉଠିଥିଲା ପ୍ରସଙ୍ଗ । ଆଜି ଏହାକୁ ହସ୍ତକ୍ଷେପ କରିବାକୁ ମନାକଲେ ହାଇକୋର୍ଟ । ଏସମ୍ପର୍କରେ ସରକାରୀ ନିର୍ଦ୍ଦେଶନାମାରେ ହସ୍ତକ୍ଷେପ ପାଇଁ ମନାକଲେ । କେନ୍ଦ୍ରାପଡ଼ା ଓ ଭଟଲୀରେ ରଥଯାତ୍ରା ଲାଗି ୫ଟି ମାମଲା ହୋଇଥିଲା । କେନ୍ଦ୍ରାପଡ଼ା ଲାଗି ୪ଟି!-->…
