Odia News Portal
Browsing Tag

swadhikar

ରଥଯାତ୍ରା ଲାଗି ବିଶାଳ ରାଲି

ବାରିପଦା: ଦ୍ୱିତୀୟ ଶ୍ରୀକ୍ଷେତ୍ର ବୋଲାଉଥିବା ବାରିପଦାରେ ରଥଯାତ୍ରା ଲାଗି ଅନୁମତି ଦେବା ଲାଗି ବିଶାଳ ରାଲି କରାଯାଇଛି । ଶହ ଶହ ମହିଳା ଓ ପୁରୁଷ ଶ୍ରଦ୍ଧାଳୁମାନେ ଆଜି ଜଗନ୍ନାଥ ମନ୍ଦିରଠାରୁ ମାଉସୀମା ମନ୍ଦିର ଯାଏଁ ଶୋଭାଯାତ୍ରାରେ ବାହାରିଥିଲେ । ଶଙ୍ଖ, ଘଣ୍ଟ ଘଣ୍ଟା ବଜାଇ ଏହି…

ମାଇକ୍ରୋସଫ୍ଟର ଚେୟାରମ୍ୟାନ ଭାବେ ନିଯୁକ୍ତ ହେଲେ ଭାରତୀୟ ବଂଶଦଭବ ସତ୍ୟ ନାଡେଲା

ୱାଶିଂଟନ: ପୁଣି ଆନ୍ତର୍ଜାତୀୟ ସ୍ତରରେ ଭାରତୀୟଙ୍କ କ୍ଷ୍ୟାତି । ଭାରତ ଜନ୍ମିତ ସତ୍ୟ ନାଡେଲା ମାଇକ୍ରୋସଫ୍ଟ କର୍ପୋରେସନର ନୂଆ ଚେୟାରମ୍ୟାନ ଭାବେ ନିଯୁକ୍ତ ହୋଇଛନ୍ତି। ସେ ଏହାର ଚିଫ ଏକଜିକ୍ୟୁଟିଭ ଅଫିସର (ସିଇଓ) ଭାବେ କାର୍ଯ୍ୟ କରୁଥିଲେ। ପୂର୍ବରୁ ମାଇକ୍ରୋସଫ୍ଟର ଚେୟାରମ୍ୟାନ ଥିବା ଜନ୍…

ୟୁଟ୍ୟୁବରେ ପାଠ ପଢ଼ିବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ

ଭୁବନେଶ୍ୱର: କରୋନା କଟକଣା ଲାଗି ସ୍କୁଲ ଖୋଲିବାରେ ବିଳମ୍ବ ହେଉଛି । ତେବେ ଛାତ୍ର ଛାତ୍ରୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ଅନଲାଇନରେ କ୍ଲାସ କରାଯାଇଛି । ଏବେ ୟୁଟ୍ୟୁବରେ ପାଠ ପଢ଼ିବେ ଛାତ୍ର ଛାତ୍ର । ପ୍ରଥମେ ଦଶମ, ନବମ ଓ ପରେ ଦ୍ୱାଦଶ ଆଉ ଏବେ ପ୍ରଥମରୁ ଅଷ୍ଟମ ଶ୍ରେଣୀର ଛାତ୍ର ଛାତ୍ରୀ…

ଜୁଲାଇ ୩୧ ସୁଦ୍ଧା ବାହାରିବ ଯୁକ୍ତ ୨ ସିବିଏସଇ ଫଳାଫଳ

ନୂଆଦିଲ୍ଲୀ: ଚଳିତବର୍ଷ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ସିବିଏସଇ ଦ୍ୱାଦଶ ବୋର୍ଡ ପରୀକ୍ଷା ବାତିଲ କରିଥିଲେ । ମୂଲ୍ୟାୟନକୁ ନେଇ ଅନିଶ୍ଚିତତା ଲାଗି ରହିଥିଲା । ଏଥିପାଇଁ ସିବିଏସଇ ଏକ ୧୩ ଜଣିଆ କମିଟି ଗଠନ କରିଥିଲା । କମିଟିର ସୁପାରିଶ ଆଧାରରେ ମୂଲ୍ୟାୟନ ମାନଦଣ୍ଡ ନିର୍ଦ୍ଧାରଣ…

ରାଜ୍ୟରେ ନୂଆ ଯାନବାହାନ ପଞ୍ଜିକରଣକୁ ମଞ୍ଜୁରୀ

ଭୁବନେଶ୍ୱର: ଓଡ଼ିଶାରେ ନୂଆ ଯାନବାହନ ପଞ୍ଜିକରଣ ପାଇଁ ଅନୁମତି ମିଳିଛି। ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏ ସଂକ୍ରାନ୍ତରେ ବିଜ୍ଞପ୍ତି ପ୍ରକାଶ କରାଯାଇଛି। କୋଭିଡ-୧୯ର ଦ୍ୱିତୀୟ ଲହର ଜନିତ ତାଲାବନ୍ଦ ଘୋଷଣା ହେବାପରେ ସରକାରଙ୍କ ପକ୍ଷରୁ ରାଜ୍ୟରେ ନୂଆ ଯାନବାହନ ପଞ୍ଜିକରଣକୁ ବନ୍ଦ…

୫ ଦିନ ପରେ ମିଳିଲା ନୟାଗଡ଼ର ନିଖୋଜ ଝିଅର ମୃତଦେହ, ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ

ନୟାଗଡ଼: ନୟାଗଡ଼ର କୁନି ଝିଅ ପରୀ ମୃତ୍ୟୁ ଘଟଣାକୁ ନେଇ ସାରା ରାଜ୍ୟରେ ଆଲେଡନ ସୃଷ୍ଟି ହୋଇଥିଲା । ଏହି ଘଟଣାର ତାତି ଧିରେ ଧିରେ କମିଥିବା ବେଳେ ପୁଣିଥରେ ନୟାଗଡ଼ ଜିଲ୍ଲାରୁ ଆସିଛି ଆଉ ଏକ ଶିଶୁ ନିଖୋଜ ଘଟଣା । ତେବେ ନିଖୋଜ ହୋଇଥିବା ନାବାଳିକାର ଆଜି ମୃତଦେହ ଉଦ୍ଧାର ହୋଇଛି । ଏକ ପରିତ୍ୟକ୍ତ…

ଦେଶରେ ଆଜି ୨୩୩୦ଜଣଙ୍କ ମୁଣ୍ଡ ନେଲା କରୋନା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୬୭ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୨.୩ ହଜାରରୁ ସାମାନ୍ୟ ଅଧିକ ଥିବା ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜିର ନୂତନ ସଂକ୍ରମଣସଂଖ୍ୟା ଅଧିକ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ…

ଗାଁକୁ ନାହିଁ ପକ୍କା ରାସ୍ତା, ନେତା ମନ୍ତ୍ରୀ କେହି ଶୁଣୁନାହାଁନ୍ତି

ବାଲେଶ୍ୱର: ଆଜି ଯାଏ ଗାଁରେ ହୋଇପାରୁନାହିଁ ରାସ୍ତାକାମ । ବାଲେଶ୍ୱର ଜିଲ୍ଲା େଓøପଦାର ଏଭଳି ଦୃଶ୍ୟ । ଟିକେ ବର୍ଷା ହେଲେ ବି, ଏହି ଖାଲଖମା ରାସ୍ତା କାଦୁଅରେ ଭରିଯାଏ । । ଯାହା ଫଳରେ ଯିବା ଆସିବା ପାଇଁ ଅନେକ ଅସୁବିଧାର ସମ୍ମୁଖିନ ହେଉଛନ୍ତି ଗ୍ରାମବାସୀ । ଏଠାରେ ଗାଡି ତ ଦୂରର କଥା,…

ଆନ୍ଧ୍ରପ୍ରଦେଶ ସରକାରଙ୍କ ବଡ଼ ଘୋଷଣା

ହାଇଦ୍ରାବାଦ: ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ ଏସ ଜଗନ ମୋହନ ରେଡ୍ଡି। ରାଜ୍ୟର ସମସ୍ତ ଅନୁସ୍ନାତକ ମହାବିଦ୍ୟାଳୟଗୁଡିକରେ ଇଂରାଜୀ ମାଧ୍ୟମକୁ ବାଧ୍ୟତାମୂଳକ କରିବାକୁ ସେ ମଙ୍ଗଳବାର ଘୋଷଣା କରିଛନ୍ତି। ତାହାସହିତ…

କଟକରେ ବନ୍ଧୁକ ରାକେଟ୍ ଠାବ

କଟକ: ଅପରାଧୀଙ୍କ ଆଡ୍ଡାସ୍ଥଳୀ ପାଲଟିଛି କଟକ । ବାରମ୍ବାର ଏଠାରୁ ଚୋରା ବନ୍ଧୁକ ଧରା ହେଉଥିବା ନଜରକୁ ଆସୁଛି । କମିଶନରେଟ ପୁଲିସ କଟକ ସହର ମଧ୍ୟରେ ପୁଣି ଏକ ବନ୍ଧୁକ ଚୋର କାରବାର ରାକେଟକୁ ଠାବ କରିଛି । ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯିବା ସହିତ ସେମାନଙ୍କ ନିକଟରୁ ୧୧ଟି ବନ୍ଧୁକ, ୫୧…