ବିଧବା ମହିଳାଙ୍କ ହାତ ଗୋଡ଼ ବାନ୍ଧି ପିଟିଲେ ପଡୋଶୀ
ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ଥାନା କାଳିଆପଦା ଗାଁରୁ ଆସିଲା ଅଭାବନୀୟ ଖବର । ଜଣେ ବିଧାବା ମହିଳାଙ୍କ ହାତଗୋଡ଼ ବାନ୍ଧି ପିଟିଲେ ପଡୋଶୀ । ତାଙ୍କ ଚରିତ୍ରକୁ ସନ୍ଦେହ କରି ମାଡ଼ ମାରିଥିବା ଅଭିଯୋଗ ହୋଇଛି । କୁଆମରା ଫାଣ୍ଡିରେ ଅଭିଯୋଗ କରିବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି!-->…
